ଡଗରା, ବାଲେଶ୍ୱର

ଉଇକିପିଡ଼ିଆ‌ରୁ
(ଡଗରା, ବାଲେଶ୍ଵରରୁ ଲେଉଟି ଆସିଛି)

[[Category:Lua error in package.lua at line 80: module 'Module:Pagetype/setindex' not found. with short description]]

ଡଗରା
ଗାଆଁ
Country India
Stateଓଡ଼ିଶା
Districtବାଲେଶ୍ୱର
Elevation
23 m (75 ft)
Languages
Time zoneUTC+5:30 (IST)
PIN
୭୫୬୦୮୩

ଡଗରା ଓଡ଼ିଶାର ବାଲେଶ୍ୱର ଜିଲ୍ଲାର ବାଲିଆପାଳ ବ୍ଲକର ଏକ ଗାଆଁ ।[୧] [୨]

ଡଗରାଚଉମୁଖ ବାଲିଆପାଳ ବ୍ଲକର ଦୁଇଟି ଉପକୂଳବର୍ତ୍ତୀ ଗାଆଁ ଯାହା ନିକଟରେ ଏକ ବେଳାଭୂମି ଅଛି । ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର, ତାଳସାରିର ବେଳାଭୂମି ପରି ଏଠାରେ ମଧ୍ୟ ନାଲି କଙ୍କଡ଼ା, ରୂପା ଚକ ଚକ ବାଲି ଓ ଝାଉଁ ବଣ ଦେଖିବାକୁ ମିଳିଥାଏ । ସ୍ଥାନୀୟ ମାଛଧରାଳିମାନେ ଏଠାରେ ଛୋଟ ଛୋଟ "ପଟିଆ ଡଙ୍ଗା"ରେ ମାଛ ଧରିଥାନ୍ତି ।

ଭୂଗୋଳ[ସମ୍ପାଦନା]

ଡଗରାର ଅବସ୍ଥାନଠାରେ ।

ଗମନାଗମନ[ସମ୍ପାଦନା]

ଡଗରା ବାଲେଶ୍ୱରଠାରୁ ୬୪ କି.ମି. ଦୂର । ନିକଟତମ ବସ ରହିବା ଜାଗା ହେଲା ଜଗାଇ (୧୧ କି.ମି.) । ନିକଟତମ ରେଳ ଷ୍ଟେସନ ହେଲା ଜଳେଶ୍ୱର (୫୮ କି.ମି.) । ଏହା ପାଖରେ ଥିବା ଆଉ ଏକ ଷ୍ଟେସନ ହେଲା ବସ୍ତା (୬୫ କି.ମି.) । ନିକଟତମ ବିମାନ ବନ୍ଦର ହେଲା ଭୁବନେଶ୍ୱର

ରହିବା ସୁବିଧା[ସମ୍ପାଦନା]

  • ପାନ୍ଥନିବାସ, ଡଗରା, ଟେଲିଫୋନ: ୫୩୩୩୧
  • ଓଟିଡ଼ିସି ପାନ୍ଥଶାଳା:

ତାଳସାରି, ପୋ: ଚନ୍ଦନେଶ୍ୱର,
ବାଲେଶ୍ୱର ଜିଲା: ୭୫୬୦୮୫, ଟେଲିଫୋନ: (୦୬୭୮୧) ୨୩୨୫୨୮ [୩]

ଦ୍ରଷ୍ଟବ୍ୟ[ସମ୍ପାଦନା]

ଛାଞ୍ଚ:ବାଲେଶ୍ୱର ଜିଲା