ଡାହା ବାଳୁଙ୍ଗା

ଉଇକିପିଡ଼ିଆ‌ରୁ
ଡାହା ବାଳୁଙ୍ଗା
ନିର୍ଦ୍ଦେଶକସୁଧାକର ବସନ୍ତ
ପ୍ରଯୋଜକପୁପିନ୍ଦର ସିଂହ
ସଂଳାପବାପୁ ଗୋସ୍ୱାମୀ
କଳାକାରବାବୁଶାନ୍
ସୋନିଆ ସରକାର ଦେ
ସଞ୍ଜନା ମିତ୍ର
ବିଜୟ ମହାନ୍ତି
ଜ୍ୟାକି ଶ୍ରଫ୍
ତନ୍ଦ୍ରା ରାୟ
ଅପରାଜିତା ମହାନ୍ତି,
ସଙ୍ଗୀତଅଭିଜିତ ମଜୁମଦାର
ଚିତ୍ରଗ୍ରହଣରମେଶ କ୍ରିଷ୍ଣା
କେ.ଭି. ରମଣ
ସମ୍ପାଦକଅଶୋକ ଶର୍ମା
ମୁକ୍ତିଲାଭ ତାରିଖ
୧୨ ଜୁଲାଇ ୨୦୧୩
କଥାଚିତ୍ରର ସମୟ
୧୬୯ ମିନିଟ୍
ଦେଶ ଭାରତ
ଭାଷାଓଡ଼ିଆ

ଡାହା ବାଳୁଙ୍ଗା, ୨୦୧୩ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ପୁପିନ୍ଦର ସିଂହ । ବାପୁ ଗୋସ୍ୱାମୀ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସୁଧାକର ବସନ୍ତ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୧]

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ବାବୁଶାନ୍ ମହାନ୍ତି ଓ ସୋନିଆ ଦେ ସରକାର । ହିନ୍ଦୀ କଥାଚିତ୍ର ଅଭିନେତା ଜ୍ୟାକି ଶ୍ରଫ୍ ପ୍ରଥମଥର ପାଇଁ ଓଡ଼ିଆ କଥାଚିତ୍ର ଜଗତରେ ଅଭିନୟ କରିଥିଲେ । ବିଜୟ ମହାନ୍ତି, ଅପରାଜିତା ମହାନ୍ତି, ତନ୍ଦ୍ରା ରାୟ, ପିଣ୍ଟୁ ନନ୍ଦ, ପ୍ରଜ୍ଞା ଖଟୁଆ, ଚୌଧୁରୀ ଜୟପ୍ରକାଶ ଦାସ, ତୃପ୍ତି ସିହ୍ନା, ସରୋକ ଦାସ, ସଞ୍ଜନା ମିତ୍ର, ସୁବାଶିଷ ଶର୍ମା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

ଗୀତ ଓ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର

ଆଧାର[ସମ୍ପାଦନା]

  1. "DAHA BALUNGA – New Odia Film By Babushan". Retrieved 20 July 2016.
  2. "ଲୋକାଲ୍ ଟୋକାଙ୍କ ପ୍ରେମିକା" (in Odia). ଓଡ଼ିଶା. 10 June 2018. p. 8. Archived from the original (PDF) on 19 October 2018. Retrieved 19 October 2018.{{cite news}}: CS1 maint: unrecognized language (link)
  3. "ଏହି ସିନେମାରେ ବାବୁସାନ କରିଥିଲେ ଗେଷ୍ଟ୍‍ ରୋଲ୍‌". sambad.in. 24 April 2018. Retrieved 6 June 2018.

ବାହାର ଆଧାର[ସମ୍ପାଦନା]