ତାପସ କୁମାର ଦାସ

ଉଇକିପିଡ଼ିଆ‌ରୁ
ତାପସ କୁମାର ଦାସ
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ନିର୍ବାଚନ ମଣ୍ଡଳୀପଟ୍ଟାମୁଣ୍ଡାଇ
୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ନିର୍ବାଚନ ମଣ୍ଡଳୀପଟ୍ଟାମୁଣ୍ଡାଇ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1944-03-18) ୧୮ ମାର୍ଚ୍ଚ ୧୯୪୪ (ବୟସ ୭୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ପାର୍ଟି
ଜୀବନ ସାଥୀରତ୍ନା ଦାସ
ବାପା/ବୋଉଚକ୍ରଧର ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ତାପସ କୁମାର ଦାସ (ଜନ୍ମ: ୧୮ ମାର୍ଚ୍ଚ ୧୯୪୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି । ୧୯୭୭ ଓ ୨୦୦୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପଟ୍ଟାମୁଣ୍ଡାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ତାପସ କୁମାର ଦାସ ୧୯୪୪ ମସିହାର ମାର୍ଚ୍ଚ ୧୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଚକ୍ରଧର ଦାସ ଓ ପତ୍ନୀଙ୍କ ନାମ ରତ୍ନା ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ତାପସ କୁମାର ଦାସ ଓଡ଼ିଶା ରାଜନୀତିରେ ପ୍ରଥମେ ଜନତା ପାର୍ଟି ଓ ପରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Tapas Kumar Das". odishaassembly.nic.in. Odisha Assembly. Retrieved 14 August 2022.