ତୁଷାରକାନ୍ତି ବେହେରା

ଉଇକିପିଡ଼ିଆ‌ରୁ
ତୁଷାରକାନ୍ତି ବେହେରା
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀସୁରେନ୍ଦ୍ର ସେଠୀ
ନିର୍ବାଚନ ମଣ୍ଡଳୀକାକଟପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1983-07-01) ୧ ଜୁଲାଇ ୧୯୮୩ (ବୟସ ୪୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉସୁରେଶ ଚନ୍ଦ୍ର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ତୁଷାରକାନ୍ତି ବେହେରା (ଜନ୍ମ: ୧ ଜୁଲାଇ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ତୁଷାରକାନ୍ତି ବେହେରା ୧୯୮୩ ମସିହାର ଜୁଲାଇ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁରେଶ ଚନ୍ଦ୍ର ବେହେରା ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ତୁଷାରକାନ୍ତି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ସେ ୧୬ଶ ଓଡ଼ିଶା ବିଧାନ ସଭାରେ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ଏବଂ ଖେଳ ଓ ଯୁବ ସେବା ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Tusharkanti Behera". odishaassembly.nic.in. Odisha Assembly. Retrieved 10 March 2021.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Tusharkanti Behera-ସମ୍ପର୍କିତ ମିଡ଼ିଆ