ତ୍ରିଲୋଚନ ଜାନି

ଉଇକିପିଡ଼ିଆ‌ରୁ
ତ୍ରିଲୋଚନ ଜାନି
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ନିର୍ବାଚନ ମଣ୍ଡଳୀପାତ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1921-02-08)୮ ଫେବୃଆରୀ ୧୯୨୧
ମୃତ୍ୟୁ୧୯ ଜାନୁଆରୀ ୧୯୯୮(1998-01-19) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସୁଭଦା ଦେବୀ
ବାପା/ବୋଉଶ୍ରୀକର ଜାନି (ବାପା)
ବୃତ୍ତିରାଜନୀତିଜ୍ଞ

ତ୍ରିଲୋଚନ ଜାନି (୮ ଫେବୃଆରୀ ୧୯୨୧ - ୧୯ ଜାନୁଆରୀ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପାତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ତ୍ରିଲୋଚନ ଜାନି ୧୯୨୧ ମସିହାର ଫେବୃଆରୀ ୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶ୍ରୀକର ଜାନି ଓ ପତ୍ନୀଙ୍କ ନାମ ସୁଭଦା ଦେବୀ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ତ୍ରିଲୋଚନ ଜାନି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ତ୍ରିଲୋଚନ ଜାନି ୧୯୯୮ ମସିହାର ଜାନୁଆରୀ ୧୯ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Trilochan Jani". odishaassembly.nic.in. Odisha Assembly. Retrieved 28 November 2022.