ଦଉଲତ ଗଣ୍ଡ
Appearance
ଦଉଲତ ଗଣ୍ଡ | |
---|---|
ବିଧାୟକ: ୨ୟ, ୩ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୭ | |
ପୂର୍ବ ଅଧିକାରୀ | ଅନନ୍ତରାମ ନନ୍ଦ |
ପର ଅଧିକାରୀ | ନୀଳାମ୍ବର ରାୟଗୁରୁ |
ନିର୍ବାଚନ ମଣ୍ଡଳୀ | ସୋନପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଗଣତନ୍ତ୍ର ପରିଷଦ |
ଜୀବନ ସାଥୀ | ନୀରା ଗଣ୍ଡ ବିଲା ଗଣ୍ଡ |
ବାପା/ବୋଉ | ଶ୍ରୀରାମ ଗଣ୍ଡ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦଉଲତ ଗଣ୍ଡ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ । ୧୯୫୭ ଓ ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୨ୟ ଓ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦଉଲତ ଗଣ୍ଡଙ୍କ ବାପାଙ୍କ ନାମ ଶ୍ରୀରାମ ଗଣ୍ଡ ଏବଂ ପତ୍ନୀଙ୍କ ନାମ ନୀରା ଗଣ୍ଡ ଓ ବିଲା ଗଣ୍ଡ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦଉଲତ ଗଣ୍ଡ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇ ଥର କାର୍ଯ୍ୟ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Daulata Ganda". odishaassembly.nic.in. Odisha Assembly. Retrieved 18 August 2021.