ଦଣ୍ଡପାଣି ଦାସ

ଉଇକିପିଡ଼ିଆ‌ରୁ
ଦଣ୍ଡପାଣି ଦାସ
ବିଧାୟକ: ୧ମ, ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୬୧
ପର ଅଧିକାରୀଶିଶିର କୁମାର ନରେନ୍ଦ୍ର ଦେବ
ନିର୍ବାଚନ ମଣ୍ଡଳୀବ୍ରହ୍ମପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1929-07-15)୧୫ ଜୁଲାଇ ୧୯୨୯
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ସ୍ୱାଧୀନ
ଜୀବନ ସାଥୀଝରା ଦାସ
ବାପା/ବୋଉଗାଣ୍ଡୁ ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଦଣ୍ଡପାଣି ଦାସ (ଜନ୍ମ: ୧୫ ଜୁଲାଇ ୧୯୨୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ । ୧୯୫୨ ଓ ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବ୍ରହ୍ମପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ଦଣ୍ଡପାଣି ୧୯୨୯ ମସିହାର ଜୁଲାଇ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗାଣ୍ଡୁ ଦାସ ଓ ପତ୍ନୀଙ୍କ ନାମ ଝରା ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦଣ୍ଡପାଣି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Dandapani Das". odishaassembly.nic.in. Odisha Assembly. Retrieved 8 January 2021.