ଦାଶରଥି ମୁଣ୍ଡ
ଦାଶରଥି ମୁଣ୍ଡ | |
---|---|
ବୃତ୍ତି |
|
ଭାଷା | ଓଡ଼ିଆ |
ନାଗରିକତା | ଭାରତୀୟ |
ସାହିତ୍ୟ କୃତି | କ୍ୟାକ୍ଟସ୍ର ସଲିଲକି |
ପୁରସ୍କାର | ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ନାଟକ ଏକାଙ୍କିକା), ୧୯୮୬ |
ଦାଶରଥି ମୁଣ୍ଡ ଜଣେ ଓଡ଼ିଆ ଲେଖକ ତଥା ନାଟ୍ୟକାର, ଯିଏକି ୧୯୮୬ ମସିହାରେ ତାଙ୍କ ରଚିତ ପୁସ୍ତକ କ୍ୟାକ୍ଟସ୍ର ସଲିଲକି ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।[୧]
ରଚନାବଳୀ[ସମ୍ପାଦନା]
ସମ୍ମାନ ଓ ପୁରସ୍କାର[ସମ୍ପାଦନା]
- ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର (ନାଟକ ଏକାଙ୍କିକା) - ୧୯୮୬[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". ଓଡ଼ିଶା ସାହିତ୍ୟ ଏକାଡେମୀ. Archived from the original on 12 January 2024. Retrieved 4 April 2024.
- ↑ "ODISHA REFERENCE ANNUAL - 2011" (PDF). ODISHA REFERENCE: 95. Retrieved 10 April 2024.
- ↑ "ODISHA REFERENCE ANNUAL - 2005" (PDF). ODISHA REFERENCE: 631. Retrieved 10 April 2024.