Jump to content

ଦିଲ୍ଲୀପ ଶ୍ରୀଚନ୍ଦନ

ଉଇକିପିଡ଼ିଆ‌ରୁ
ଦିଲ୍ଲୀପ ଶ୍ରୀଚନ୍ଦନ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା (ଉପ)
କାର୍ଯ୍ୟକାଳ
୧୯୯୮  ୨୦୦୦
ପୂର୍ବ ଅଧିକାରୀପ୍ରସନ୍ନ କୁମାର ପାଟ୍ଟଶାଣୀ
ପର ଅଧିକାରୀଜ୍ୟୋତିନ୍ଦ୍ର ନାଥ ମିତ୍ର
ନିର୍ବାଚନ ମଣ୍ଡଳୀଖୋର୍ଦ୍ଧା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଦିଲ୍ଲୀପ ଶ୍ରୀଚନ୍ଦନ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଦିଲ୍ଲୀପ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୮ ମସିହାରେ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀରେ ହୋଇଥିବା ଉପ-ନିର୍ବାଚନରେ ସେ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[]

ରାଜନୈତିକ ଜୀବନ

[ସମ୍ପାଦନା]

ଦିଲ୍ଲୀପ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[]

  1. 1 2 3 "Shri Dillip Srichandan". odishaassembly.nic.in. Odisha Assembly. Retrieved 3 June 2020.