ଦୁଃଶାସନ ଜେନା
ଦୁଃଶାସନ ଜେନା | |
---|---|
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ମାନଗୋବିନ୍ଦ ସାମଲ |
ପର ଅଧିକାରୀ | ମାନଗୋବିନ୍ଦ ସାମଲ |
ନିର୍ବାଚନ ମଣ୍ଡଳୀ | ବଡ଼ଚଣା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ମାର୍ଚ୍ଚ ୧୪, ୧୯୨୫ |
ମୃତ୍ୟୁ | ୨୨ ଅପ୍ରେଲ ୧୯୯୫ | (ବୟସ ୭୦)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ବାସନ୍ତୀ କୁମାରୀ ଜେନା |
ବାପା/ବୋଉ | ଗୟାଧର ଜେନା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦୁଃଶାସନ ଜେନା (୧୪ ମାର୍ଚ୍ଚ ୧୯୨୫ - ୨୨ ଅପ୍ରେଲ ୧୯୯୫) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଦୁଃଶାସନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୬ଷ୍ଠ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ପରିବାର ଓ ଶିକ୍ଷା
[ସମ୍ପାଦନା]ଦୁଃଶାସନ ଜେନା ୧୯୨୫ ମସିହାର ମାର୍ଚ୍ଚ ମାସ ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗୟାଧର ଜେନା ଓ ପତ୍ନୀଙ୍କ ନାମ ବାସନ୍ତୀ କୁମାରୀ ଜେନା ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦୁଃଶାସନ ଜେନା ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଦୁଃଶାସନ ଜେନା ୧୯୯୫ ମସିହାର ଅପ୍ରେଲ ମାସ ୨୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ ୧.୩ "Shri Dusasan Jena". odishaassembly.nic.in. Odisha Assembly. Retrieved 10 December 2019.