ଦୁର୍ଗା ଚରଣ ନାୟକ

ଉଇକିପିଡ଼ିଆ‌ରୁ
ଦୁର୍ଗା ଚରଣ ନାୟକ
ବିଧାୟକ: ୪ର୍ଥ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୭ – ୧୯୭୧
ପୂର୍ବ ଅଧିକାରୀମୋଚିରାମ ତିରିୟା
ପର ଅଧିକାରୀଲାଲ ମୋହନ ନାୟକ
ନିର୍ବାଚନ ମଣ୍ଡଳୀଜଶୀପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳସ୍ୱତନ୍ତ୍ର ପାର୍ଟି
ଜୀବନ ସାଥୀବିଳାସିନୀ ଦେଈ
ବାପା/ବୋଉଯୁଜେସ୍ତି ନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ଦୁର୍ଗା ଚରଣ ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ଦୁର୍ଗା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି । ୧୯୬୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଜଶୀପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୪ର୍ଥ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ଦୁର୍ଗା ଚରଣ ନାୟକଙ୍କ ବାପାଙ୍କ ନାମ ଯୁଜେସ୍ତି ନାୟକ ଏବଂ ତାଙ୍କ ପତ୍ନୀଙ୍କ ନାମ ବିଳାସିନୀ ଦେଈ ।[୧] ବିମଳଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଦୁର୍ଗା ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Durga Charan Nayak". odishaassembly.nic.in. Odisha Assembly. Retrieved 3 October 2019.