ଦେବରାଜ ମହାନ୍ତି
Appearance
ଦେବରାଜ ମହାନ୍ତି | |
---|---|
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ସରୋଜ କୁମାର ପାଢ଼ୀ |
ପର ଅଧିକାରୀ | ମଞ୍ଜୁଳା ସ୍ୱାଇଁ |
ନିର୍ବାଚନ ମଣ୍ଡଳୀ | ଆସିକା |
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୦୪ | |
ପୂର୍ବ ଅଧିକାରୀ | ଉଷାରାଣୀ ପଣ୍ଡା |
ପର ଅଧିକାରୀ | ସରୋଜ କୁମାର ପାଢ଼ୀ |
ନିର୍ବାଚନ ମଣ୍ଡଳୀ | ଆସିକା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୪ ଫେବୃଆରୀ ୧୯୫୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ବିଜୁ ଜନତା ଦଳ |
ଜୀବନ ସାଥୀ | ବିନୋଦୀନି ମହାନ୍ତି |
ବାପା/ବୋଉ | ସୁବୁଧି ମହାନ୍ତି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦେବରାଜ ମହାନ୍ତି (ଜନ୍ମ: ୪ ଫେବୃଆରୀ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ ଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୯ ଓ ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆସିକା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୪ଶ ଓ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ଦେବରାଜଙ୍କ ବାପା ୧୯୫୩ ମସିହାର ଫେବୃଆରୀ ୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପା ନାମ ସୁବୁଧି ମହାନ୍ତି ଓ ପତ୍ନୀଙ୍କ ନାମ ବିନୋଦୀନି ମହାନ୍ତି ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ଦେବରାଜ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ।[୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନିଥର କାର୍ଯ୍ୟ କରିଛନ୍ତି ।[୨]
ବିଧାନ ସଭା ସଭ୍ୟ ବିବରଣୀ
[ସମ୍ପାଦନା]ଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ଆସିକା | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଆସିକା | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ଆସିକା | ବିଜୁ ଜନତା ଦଳ |
ଆଧାର
[ସମ୍ପାଦନା]- ↑ "Former Aska MLA Debaraj Mohanty quits Congress". KalingaTV. 5 January 2019. Archived from the original on 22 December 2020. Retrieved 22 December 2020.
- ↑ ୨.୦ ୨.୧ "Shri Debaraj Mohanty". odishaassembly.nic.in. Odisha Assembly. Retrieved 23 December 2020.
- ↑ "Naveen Patnaik loses 3 MLAs to BJP ahead of polls in Odisha". Deccan Chronicle (in English). Bhubaneswar. 22 March 2019. Archived from the original on 23 June 2022. Retrieved 23 June 2022.
{{cite news}}
: CS1 maint: unrecognized language (link)