ଦେବରାଜ ସାହୁ
Appearance
ଦେବରାଜ ସାହୁ | |
---|---|
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | କୁମୁଦ ଚନ୍ଦ୍ର ସିଂହ |
ପର ଅଧିକାରୀ | ଅଦ୍ୱୈତ ପ୍ରସାଦ ସିଂହ |
ନିର୍ବାଚନ ମଣ୍ଡଳୀ | ଅନୁଗୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩ ଜାନୁଆରୀ ୧୯୨୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଉତ୍କଳ କଂଗ୍ରେସ |
ଜୀବନ ସାଥୀ | ତରଙ୍ଗବାଳା ସାହୁ |
ବାପା/ବୋଉ | ଟଙ୍କଧର ସାହୁ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଦେବରାଜ ସାହୁ (ଜନ୍ମ: ୩ ଜାନୁଆରୀ ୧୯୨୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଦେବରାଜ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଅନୁଗୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଦେବରାଜ ସାହୁ ୧୯୨୯ ମସିହାର ଜାନୁଆରୀ ମାସ ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଟଙ୍କଧର ସାହୁ ଓ ପତ୍ନୀଙ୍କ ନାମ ତରଙ୍ଗବାଳା ସାହୁ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ବିଜ୍ଞାନରେ ସ୍ନାତକ ଓ ପରେ ସେ ଓକିଲାତି ପଢ଼ିଥିଲେ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଦେବରାଜ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Debaraja Sahu". odishaassembly.nic.in. Odisha Assembly. Retrieved 24 June 2020.