ଦ୍ରାଘିମା
Appearance
ଭୂପୃଷ୍ଠର ପ୍ରତ୍ୟେକ ସ୍ଥାନର ଗୋଟିଏ ଦ୍ରାଘିମା ଥିବାର କଳ୍ପିତ ହୋଇଛି । ଇଂଲଣ୍ଡର ଗ୍ରୀନୱିଚକୁ ମୁଳ ବା ପ୍ରଥମ ଦ୍ରାଘିମାରୂପେ ଗଣନା କରାଯାଏ । ଏକ ଯାମ୍ୟୋତ୍ତର ବୃତ୍ତ (meridian)ରେ ଅବସ୍ଥିତ ସମସ୍ତ ସ୍ଥାନର ଦ୍ରାଘିମା (longitude) ଏକ । ଦ୍ରାଘିମା ପୁର୍ବ ଦିଗରେ ବା ପଶ୍ଚିମଦିଗରେ ଶୂନ୍ୟ ଡିଗ୍ରୀଠାରୁ ୧୮୦ ଡିଗ୍ରୀ ପର୍ଯ୍ୟନ୍ତ ଗଣନା କରାଯାଏ ।
ଅକ୍ଷାଂଶ(latitude of a place) ଏବଂ ଦ୍ରାଘିମା (longitude of a place)ଏହି ଦୁଇଗୋଟିକୁ ଗଣିତ ଶାସ୍ତ୍ରରେ ଭୁଜକୋଟି (Co-ordinates) କହନ୍ତି । ଭୂଗୋଲକର କୌଣସି ସ୍ଥାନର ଅବସ୍ଥିତି ଜାଣିବା ସକାଶେ ଏହି ଦୁଈଟି ଦରକାର । ଏହି ଦୁହିଁଙ୍କ ମଧ୍ୟରେ ସମ୍ବନ୍ଧ ଏହି ଯେ ଗୋଟିକର ବିନା ଅନ୍ୟଟିଦ୍ୱାରା ଉକ୍ତସ୍ଥାନର ଅବସ୍ଥିତି ସମ୍ବନ୍ଧେ କୌଣସି ନିର୍ଦ୍ଧିଷ୍ଟ ଧାରଣା ମନ ମଧ୍ୟରେ ହୋଇପାରେ ନାହିଁ ।
ଆହୁରି ଦେଖନ୍ତୁ
[ସମ୍ପାଦନା]ଆଧାର
[ସମ୍ପାଦନା]ଅଧିକ ତଥ୍ୟ
[ସମ୍ପାଦନା]ଦ୍ରାଘିମା ବାବଦରେ ଉଇକିମିଡ଼ିଆର ସହଯୋଗୀ ପ୍ରକଳ୍ପଗୁଡ଼ିକରୁ ଅଧିକ ଜାଣନ୍ତୁ: | |
ଉଇକିଅଭିଧାନରେ ଶବ୍ଦାର୍ଥମାନ ଖୋଜନ୍ତୁ | |
କମନ୍ସରେ ଛବି ଓ ମିଡ଼ିଆସବୁ ଖୋଜନ୍ତୁ | |
ଉଇକିମହାବିହାରରେ ଶିକ୍ଷଣ ଆଧାରମାନ ଖୋଜନ୍ତୁ | |
ଉଇକିସମ୍ବାଦରେ ସମ୍ବାଦ ଲେଖାମାନ ଖୋଜନ୍ତୁ | |
ଉଇକିକଥାରୁ ଢଗଢମାଳି ଓ କଥାମାନ | |
ଉଇକିଉତ୍ସରୁ ମୂଳାଧାର ଲେଖାମାନ | |
ଉଇକିପୋଥିରେ ପଢ଼ାବହିମାନ |
- Resources for determining your latitude and longitude Archived 2008-05-19 at the Wayback Machine.
- IAU/IAG Working Group On Cartographic Coordinates and Rotational Elements of the Planets and Satellites Archived 2018-09-30 at the Wayback Machine.
- "Longitude forged": an essay exposing a hoax solution to the problem of calculating longitude, undetected in Dava Sobel's Longitude, from TLS, November 12, 2008.
- Longitude And Latitude Of Points of Interest
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |