ଧନଞ୍ଜୟ ଲେଙ୍କା

ଉଇକିପିଡ଼ିଆ‌ରୁ
ଧନଞ୍ଜୟ ଲେଙ୍କା
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଯଦୁମଣି ମଙ୍ଗରାଜ
ପର ଅଧିକାରୀଜଗନ୍ନାଥ ଦାସ
ନିର୍ବାଚନ ମଣ୍ଡଳୀବଡ଼ଚଣା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1907-11-11)ନଭେମ୍ବର ୧୧, ୧୯୦୭
ମୃତ୍ୟୁ୧୨ ଡିସେମ୍ବର ୧୯୮୩(1983-12-12) (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀସେବତୀ ଲତିକା ଦେବୀ
ବୃତ୍ତିରାଜନୀତିଜ୍ଞ

ଧନଞ୍ଜୟ ଲେଙ୍କା (୧୧ ନଭେମ୍ବର ୧୯୦୭ - ୧୨ ଡିସେମ୍ବର ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ଧନଞ୍ଜୟ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବଡ଼ଚଣା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ପରିବାର ଓ ଶିକ୍ଷା[ସମ୍ପାଦନା]

ଧନଞ୍ଜୟ ଲେଙ୍କା ୧୯୦୭ ମସିହାର ନଭେମ୍ବର ମାସ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ସେବତୀ ଲତିକା ଦେବୀ ।[୧] ଧନଞ୍ଜୟଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ମାଟ୍ରିକ୍ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ଧନଞ୍ଜୟ ଲେଙ୍କା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]


ମୃତ୍ୟୁ[ସମ୍ପାଦନା]

ଧନଞ୍ଜୟ ଲେଙ୍କା ୧୯୮୩ ମସିହାର ଡିସେମ୍ବର ମାସ ୧୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Dhananjoy Lenka". odishaassembly.nic.in. Odisha Assembly. Retrieved 9 December 2019.