ଧନସାୟୀ ରଣଧୀର
ଦେଖଣା
ଧନସାୟୀ ରଣଧୀର | |
---|---|
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୧ – ୧୯୭୩ | |
ପୂର୍ବ ଅଧିକାରୀ | ସୂର୍ଯ୍ୟ ନାରାୟଣ ମାଝି |
ପର ଅଧିକାରୀ | ବାସୁଦେବ ମାଝି |
ନିର୍ବାଚନ ମଣ୍ଡଳୀ | କୋଟପାଡ଼ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨ ଜୁଲାଇ ୧୯୪୫ |
ମୃତ୍ୟୁ | ୭ ଜୁନ ୨୦୧୦ | (ବୟସ ୬୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ସ୍ୱତନ୍ତ୍ର ପାର୍ଟି |
ଜୀବନ ସାଥୀ | ପାର୍ବତୀ ରଣଧୀର |
ସନ୍ତାନ | ୧ |
ବାପା/ବୋଉ | କୋମୁଳୁ ରଣଧୀର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଧନସାୟୀ ରଣଧୀର (୨ ଜୁଲାଇ ୧୯୪୫ - ୭ ଜୁନ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଟପାଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ଧନସାୟୀ ରଣଧୀର ୧୯୪୫ ମସିହାର ଜୁଲାଇ ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କୋମୁଳୁ ରଣଧୀର ଓ ପତ୍ନୀଙ୍କ ନାମ ପାର୍ବତୀ ରଣଧୀର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ଧନସାୟୀ ରଣଧୀର ଓଡ଼ିଶା ରାଜନୀତିରେ ସ୍ୱତନ୍ତ୍ର ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ଧନସାୟୀ ରଣଧୀର ୨୦୧୦ ମସିହାର ଜୁନ ୭ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ବୟସ ହୋଇଥିଲା ।
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Dhansai Rondhari". odishaassembly.nic.in. Odisha Assembly. Retrieved 5 March 2022.