ଧର୍ମ ସ‌ହିଲେ ହେଲା

ଉଇକିପିଡ଼ିଆ‌ରୁ
ଧର୍ମ ସ‌ହିଲେ ହେଲା
ନିର୍ଦ୍ଦେଶକମହମ୍ମଦ ମହସୀନ
ପ୍ରଯୋଜକଆର୍. କେ. ତିବେର୍‌ବାଲ୍
ଚିତ୍ରନାଟ୍ୟବିଜୟ ମିଶ୍ର
କଳାକାରସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ଜ୍ୟୋତି ମିଶ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି
ସଙ୍ଗୀତମନ୍ମଥ ମିଶ୍ର
ମୁକ୍ତିଲାଭ ତାରିଖ
୨୦୦୧
ଦେଶ ଭାରତ
ଭାଷାଓଡ଼ିଆ

ଧର୍ମ ସ‌ହିଲେ ହେଲା, ୨୦୦୧ରେ ମୁ୍କ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଆର୍. କେ. ତିବେର୍‌ବାଲ୍ । ବିଜୟ ମିଶ୍ର ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ । ମହମ୍ମଦ ମହସୀନ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।[୨]

ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ଜ୍ୟୋତି ମିଶ୍ର, ଉତ୍ତମ ମହାନ୍ତି, ଅପରାଜିତା ମହାନ୍ତି, ବିଜୟ ମହାନ୍ତି, ନମ୍ରତା ଦାସ, ରୁନୁ ପରିଜା ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ମନ୍ମଥ ମିଶ୍ର

ଗୀତ[ସମ୍ପାଦନା]

କ୍ରମଗୀତସମୟ

ଆଧାର[ସମ୍ପାଦନା]

  1. "ଦୁଇ ଥର ଓଲିଉଡର ଏହି ଗୁରୁ-ଶିଷ୍ୟଙ୍କର ହୋଇଥିଲା ଟକ୍କର !". sambad.in. 9 January 2018. Retrieved 1 May 2018.
  2. "ମହସୀନ୍ଙ୍କ ନିର୍ଦ୍ଦେଶିତ କେବଳ ଗୋଟିଏ ଛବିରେ କାମ କରିଥିଲେ ମହାଶ୍ୱେତା". ସମ୍ବାଦ. 3 August 2017. Retrieved 1 May 2018.
  3. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
  4. "ଏହି ରୂପରେ ପୁଣି ପସନ୍ଦ ଆସିବେ ଅପରାଜିତା ! | Sambad". Sambad (in Odia). ଓଡ଼ିଶା. 16 September 2018. Archived from the original on 18 September 2018. Retrieved 17 September 2018.{{cite news}}: CS1 maint: unrecognized language (link)

ବାହାର ଆଧାର[ସମ୍ପାଦନା]