ନଟବର ବଞ୍ଛୋର
Appearance
ନଟବର ବଞ୍ଛୋର | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପର ଅଧିକାରୀ | ସରସ୍ୱତୀ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଭଟଲୀ |
ବ୍ୟକ୍ତିଗତ ସବିଶେଷ | |
ମୃତ୍ୟୁ | ୧୬ ଅକ୍ଟୋବର ୧୯୮୭ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ସତ୍ୟଭାମା ବଞ୍ଛୋର |
ବାପା/ବୋଉ | ମୋହନ ବଞ୍ଛୋର (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନଟବର ବଞ୍ଛୋର (ମୃତ୍ୟୁ: ୧୬ ଅକ୍ଟୋବର ୧୯୮୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ନଟବର ବଞ୍ଛୋରଙ୍କ ବାପାଙ୍କ ନାମ ମୋହନ ବଞ୍ଛୋର ଓ ତାଙ୍କ ପତ୍ନୀଙ୍କ ନାମ ସତ୍ୟଭାମା ବଞ୍ଛୋର ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନଟବର ବଞ୍ଛୋର ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
[ସମ୍ପାଦନା]ନଟବର ବଞ୍ଛୋର ୧୯୮୭ ମସିହାର ଅକ୍ଟୋବର ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ ୧.୨ "Shri Natabar Banchhor". odishaassembly.nic.in. Odisha Assembly. Retrieved 2 August 2021.