Jump to content

ନବକିଶୋର ମଲ୍ଲିକ

ଉଇକିପିଡ଼ିଆ‌ରୁ
ନବ କିଶୋର ମଲ୍ଲିକ
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ପୂର୍ବ ଅଧିକାରୀଶାନ୍ତନୁ କୁମାର ଦାସ
ପର ଅଧିକାରୀପ୍ରମିଳା ମଲ୍ଲିକ
ନିର୍ବାଚନ ମଣ୍ଡଳୀବିଞ୍ଝାରପୁର
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀବାଙ୍କ ବିହାରୀ ଦାସ
ନିର୍ବାଚନ ମଣ୍ଡଳୀବିଞ୍ଝାରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1928-01-28)୨୮ ଜାନୁଆରୀ ୧୯୨୮
ମୃତ୍ୟୁ୨୧ ଜାନୁଆରୀ ୨୦୦୭(2007-01-21) (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
କଂଗ୍ରେସ (ଇ)
ଜୀବନ ସାଥୀବସନ୍ତ କିଶୋରୀ ମଲ୍ଲିକ
ବାପା/ବୋଉନୀଳମଣି ମଲ୍ଲିକ (ବାପା)
ବୃତ୍ତିରାଜନୀତିଜ୍ଞ

ନବ କିଶୋର ମଲ୍ଲିକ (୨୮ ଜାନୁଆରୀ ୧୯୨୮ - ୨୧ ଜାନୁଆରୀ ୨୦୦୭) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ନବ କିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ଥର କାର୍ଯ୍ୟ କରିଛନ୍ତି । ୧୯୫୨, ୧୯୮୦ ଓ ୧୯୮୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ବିଞ୍ଝାରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧ମ, ୮ମ, ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ପରିବାର ଓ ଶିକ୍ଷା

[ସମ୍ପାଦନା]

ନବ କିଶୋର ମଲ୍ଲିକ ୧୯୨୮ ମସିହାର ଜାନୁଆରୀ ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ନୀଳମଣି ମଲ୍ଲିକ ଏବଂ ପତ୍ନୀଙ୍କ ନାମ ବସନ୍ତ କିଶୋରୀ ମଲ୍ଲିକ ।[୧] ନବ କିଶୋରଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ

[ସମ୍ପାଦନା]

ନବ କିଶୋର ମଲ୍ଲିକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସ ଓ କଂଗ୍ରେସ (ଇ)ର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୩ଥର କାର୍ଯ୍ୟ କରିଥିଲେ ।[୧]

ବିଧାନ ସଭା ସଭ୍ୟ ବିବରଣୀ

[ସମ୍ପାଦନା]
ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୧୯୫୨ ୧୯୫୭ ସଭ୍ୟ, ୧ମ ଓଡ଼ିଶା ବିଧାନ ସଭା ବିଞ୍ଝାରପୁର ଭାରତୀୟ ଜାତୀୟ କଂଗ୍ରେସ
୧୯୮୦ ୧୯୮୫ ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା କଂଗ୍ରେସ (ଇ)
୧୯୮୫ ୧୯୯୦ ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା ଭାରତୀୟ ଜାତୀୟ କଂଗ୍ରେସ

ପରିବାର ଓ ଶିକ୍ଷା

[ସମ୍ପାଦନା]

ନବ କିଶୋର ମଲ୍ଲିକ ୨୦୦୭ ମସିହାର ଜାନୁଆରୀ ମାସ ୨ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

  1. ୧.୦ ୧.୧ ୧.୨ ୧.୩ ୧.୪ ୧.୫ "Shri Naba Kishore Mallick". odishaassembly.nic.in. Odisha Assembly. Retrieved 18 December 2019.