ନବମୀ

ଉଇକିପିଡ଼ିଆ‌ରୁ


'ନବମୀ' ଚନ୍ଦ୍ରପକ୍ଷର ନବମ ଦିବସ - ଚନ୍ଦ୍ରର ନବମ କଳାର ହ୍ରାସ ବା ବୃଦ୍ଧିଜନିତ ତିଥିଅଷ୍ଟମୀର ପରବର୍ତ୍ତୀ ଓ ଦଶମୀର ପୂର୍ବବର୍ତ୍ତୀ ତିଥି । କୃଷ୍ଣ ପକ୍ଷର ନବମୀକୁ କୃଷ୍ଣା ନବମୀ ଓ ଶୁକ୍ଳ ପକ୍ଷର ନବମୀକୁ ଶୁକ୍ଳା ନବମୀ କୁହାଯାଇଥାଏ ।

  • ଚୈତ୍ର ଶୁକ୍ଳ ନବମୀ: ରାମ ନବମୀ - ଏ ଦିନ ରାମଚନ୍ଦ୍ରଙ୍କ ଜନ୍ମୋତ୍ସବ ଏବଂ ଦୁର୍ଗାଙ୍କର ମଧ୍ୟ ବାସନ୍ତିକ ନବମୀପୂଜା ହୁଏ ।
ପାରମ୍ପରିକ ରୀତି ମତେ ନବମୀ ତିଥିରେ ଶ୍ରୀମନ୍ଦିରରୁ ମହାପ୍ରଭୁଙ୍କର ଫୁଲ ତୁଳସୀ ନିଆଯାଇ ପୂଜାର୍ଚ୍ଚନା କରାଯିବା ପରେ ରଥଯାତ୍ରା ଲାଗି ରଥ କାଠ ଚିରଟ କାର୍ଯ୍ୟର ଶୁଭାରମ୍ବ ହୋଇ ହୋଇଥାଏ ।
କାଞ୍ଜିଅଁଳା ଓଷା, ସନ୍ତାନସନ୍ତତି ଥିବା ମହିଳାମାନେ ଷଠୀଦେବୀଙ୍କ ନିକଟରେ ନିଜ ପିଲାମାନଙ୍କର ଦୀର୍ଘ ନିରାମୟ ଜୀବନ କାମନା କରି ଏ ଉପବାସ କରିଥାନ୍ତି ୤

ଆଧାର[ସମ୍ପାଦନା]