ନବରଙ୍ଗପୁର (ଲୋକ ସଭା ନିର୍ବାଚନ ମଣ୍ଡଳୀ)

ଉଇକିପିଡ଼ିଆ ରୁ
Jump to navigation Jump to search

'ନବରଙ୍ଗପୁର' ଓଡ଼ିଶାର ଏକ ଲୋକ ସଭା ନିର୍ବାଚନ ମଣ୍ଡଳୀଅନୁସୂଚିତ ଜନଜାତିର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ଏହି ଲୋକ ସଭା ନିର୍ବାଚନ ମଣ୍ଡଳୀ ୭ଟି ବିଧାନ ସଭା ନିର୍ବାଚନ ମଣ୍ଡଳୀକୁ ନେଇ ଗଠିତ: [୧] [୨]

  1. ଉମରକୋଟ
  2. ଝରିଗାଁ
  3. ନବରଙ୍ଗପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)‎
  4. ଡାବୁଗାଁ
  5. କୋଟପାଡ଼
  6. ମାଲକାନଗିରି
  7. ଚିତ୍ରକୋଣ୍ଡା

ସାଂସଦ[ସମ୍ପାଦନା]

  • ପ୍ରଦୀପ କୁମାର ମାଝି (ଭାରତୀୟ ଜାତୀୟ କଂଗ୍ରେସ)

ଆଉରି ଦେଖନ୍ତୁ[ସମ୍ପାଦନା]

ଆଧାର[ସମ୍ପାଦନା]