ନବୀନ ଚନ୍ଦ୍ର ନାରାୟଣ ଦାସ

ଉଇକିପିଡ଼ିଆ‌ରୁ
ନବୀନ ଚନ୍ଦ୍ର ନାରାୟଣ ଦାସ
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ପୂର୍ବ ଅଧିକାରୀତଥାଗତ ଶତପଥୀ
ପର ଅଧିକାରୀକୃଷ୍ଣ ଚନ୍ଦ୍ର ପାତ୍ର
ନିର୍ବାଚନ ମଣ୍ଡଳୀଢେଙ୍କାନାଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1948-02-10) ୧୦ ଫେବୃଆରୀ ୧୯୪୮ (ବୟସ ୭୬)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଜୟ ଲକ୍ଷ୍ମୀ
ବୃତ୍ତିରାଜନୀତିଜ୍ଞ

ନବୀନ ଚନ୍ଦ୍ର ନାରାୟଣ ଦାସ (ଜନ୍ମ: ୧୦ ଫେବୃଆରୀ ୧୯୪୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ନବୀନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ତଥା ମନ୍ତ୍ରୀ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ଢେଙ୍କାନାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ନବୀନ ୧୯୪୮ ମସିହାର ଫେବୃଆରୀ ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପତ୍ନୀଙ୍କ ନାମ ଜୟ ଲକ୍ଷ୍ମୀ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ବାଣିଜ୍ୟରେ ସ୍ନାତକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନବୀନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୩]

ଆଧାର[ସମ୍ପାଦନା]

  1. "Shri Nabin Chandra Narayan Das". odishaassembly.nic.in. Odisha Assembly. Retrieved 4 August 2020.
  2. "କଂଗ୍ରେସର ୧୩୪ତମ ପ୍ରତିଷ୍ଠା ଦିବସ ପାଳିତ : 'ଦେଶ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ' ଆହ୍ୱାନ | Sambad". ସମ୍ବାଦ. sambad.in. 29 December 2019. Retrieved 5 August 2020.
  3. "Dhenkanal Assembly Constituency Election Result - Legislative Assembly Constituency". resultuniversity.com. Result University. Retrieved 4 August 2020.