ନାଗି ରେଡ୍ଡୀ ନାରାୟଣ ରେଡ୍ଡୀ
ଦେଖଣା
ନାଗି ରେଡ୍ଡୀ ନାରାୟଣ ରେଡ୍ଡୀ | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ରାମଚନ୍ଦ୍ର ପଣ୍ଡା |
ପର ଅଧିକାରୀ | ଆଦିକନ୍ଦ ସେଠୀ |
ନିର୍ବାଚନ ମଣ୍ଡଳୀ | ଛତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଅପ୍ରେଲ ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ଜୀବନ ସାଥୀ | ଏନ୍. ଭାନୁ |
ବାପା/ବୋଉ | ଏନ୍. ପୋଲେୟା ରେଡ୍ଡୀ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନାଗି ରେଡ୍ଡୀ ନାରାୟଣ ରେଡ୍ଡୀ (ଜନ୍ମ: ୧ ଅପ୍ରେଲ ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଛତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ ପରିବାର ଓ ଶିକ୍ଷା
[ସମ୍ପାଦନା]ନାରାୟଣ ରେଡ୍ଡୀ ୧୯୫୫ ମସିହାର ଅପ୍ରେଲ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଏନ୍. ପୋଲେୟା ରେଡ୍ଡୀ ଓ ପତ୍ନୀଙ୍କ ନାମ ଏନ୍. ଭାନୁ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନାରାୟଣ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Nagireddi Narayan Reddy". odishaassembly.nic.in. Odisha Assembly. Retrieved 15 December 2020.