ନିତ୍ୟାନନ୍ଦ ଗଣ୍ଡ
ନିତ୍ୟାନନ୍ଦ ଗଣ୍ଡ | |
---|---|
![]() | |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ସୁବାସ ଗଣ୍ଡ |
ନିର୍ବାଚନ ମଣ୍ଡଳୀ | ଉମରକୋଟ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁନ ୧୯୭୮ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଚୈତି ଗଣ୍ଡ |
ବାପା/ବୋଉ | ସମରୁ ଗଣ୍ଡ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନିତ୍ୟାନନ୍ଦ ଗଣ୍ଡ (ଜନ୍ମ: ୧ ଜୁନ ୧୯୭୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଉମରକୋଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]
ନିତ୍ୟାନନ୍ଦ ଗଣ୍ଡ ୧୯୭୮ ମସିହାର ଜୁନ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସମରୁ ଗଣ୍ଡ ଓ ପତ୍ନୀଙ୍କ ନାମ ଚୈତି ଗଣ୍ଡ ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ନିତ୍ୟାନନ୍ଦ ଗଣ୍ଡ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ "Shri Nityananda Gond". odishaassembly.nic.in. Odisha Assembly. Retrieved 29 March 2022.
ବାହାର ଆଧାର[ସମ୍ପାଦନା]
ଉଇକିମିଡ଼ିଆ କମନ୍ସରେ Nityananda Gond-ସମ୍ପର୍କିତ ମିଡ଼ିଆ