ନିରଞ୍ଜନ ପଟ୍ଟନାୟକ

ଉଇକିପିଡ଼ିଆ‌ରୁ
ନିରଞ୍ଜନ ପଟ୍ଟନାୟକ
ବିଧାୟକ: ୮ମ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୯୦
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୯୫ – ୨୦୦୦
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ନିର୍ବାଚନ ମଣ୍ଡଳୀରାମଚନ୍ଦ୍ରପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1942-06-01) ୧ ଜୁନ ୧୯୪୨ (ବୟସ ୮୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପ୍ରଭାତ ନଳିନୀ ପଟ୍ଟନାୟକ
ବାପା/ବୋଉବ୍ରଜବନ୍ଧୁ ପଟ୍ଟନାୟକ (ବାପା)
ବୃତ୍ତିରାଜନୀତିଜ୍ଞ

ନିରଞ୍ଜନ ପଟ୍ଟନାୟକ (ଜନ୍ମ: ୧ ଜୁନ ୧୯୪୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ନିରଞ୍ଜନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସେ ଚାରିଥର କାର୍ଯ୍ୟ କରିଥିଲେ । ୧୯୮୦, ୧୯୮୫, ୧୯୯୫ ଓ ୨୦୦୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାମଚନ୍ଦ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୮ମ, ୯ମ, ୧୧ଶ ଓ ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ନିରଞ୍ଜନ ପଟ୍ଟନାୟକ ୧୯୪୨ ମସିହାର ଜୁନ ମାସ ୧ ତାରିଖରେ କେନ୍ଦୁଝର ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ବ୍ରଜବନ୍ଧୁ ପଟ୍ଟନାୟକ । ତାଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧] ତାଙ୍କ ପତ୍ନୀଙ୍କ ନାମ ପ୍ରଭାତ ନଳିନୀ ପଟ୍ଟନାୟକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନିରଞ୍ଜନ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଛନ୍ତି ଏବଂ ରାଜ୍ୟ କଂଗ୍ରେସର ସଭାପତି ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "Shri Niranjan Patnaik". odishaassembly.nic.in. Odisha Assembly. Retrieved 13 August 2019.