ନିରଞ୍ଜନ ପ୍ରଧାନ
ଦେଖଣା
ନିରଞ୍ଜନ ପ୍ରଧାନ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପର ଅଧିକାରୀ | ଶ୍ରୀକାନ୍ତ ସାହୁ |
ନିର୍ବାଚନ ମଣ୍ଡଳୀ | ପୋଲସରା |
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ନିରଞ୍ଜନ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | କୋଦଳା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜାନୁଆରୀ ୧୯୫୯ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ବିଜୁ ଜନତା ଦଳ |
ଜୀବନ ସାଥୀ | ନର୍ମଦା ପ୍ରଧାନ |
ବାପା/ବୋଉ | ବୁଲି ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନିରଞ୍ଜନ ପ୍ରଧାନ (ଜନ୍ମ: ୧ ଜାନୁଆରୀ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଦଳା ଓ ପୋଲସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ନିରଞ୍ଜନ ୧୯୫୯ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୁଲି ପ୍ରଧାନ ଓ ପତ୍ନୀଙ୍କ ନାମ ନର୍ମଦା ପ୍ରଧାନ ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ନିରଞ୍ଜନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Niranjan Pradhan". odishaassembly.nic.in. Odisha Assembly. Retrieved 18 January 2021.
- ↑ "Naveen Patnaik loses 3 MLAs to BJP ahead of polls in Odisha". Deccan Chronicle (in English). Bhubaneswar. 22 March 2019. Archived from the original on 23 June 2022. Retrieved 23 June 2022.
{{cite news}}
: CS1 maint: unrecognized language (link)