ନିରଞ୍ଜନ ପ୍ରଧାନ

ଉଇକିପିଡ଼ିଆ‌ରୁ
ନିରଞ୍ଜନ ପ୍ରଧାନ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପର ଅଧିକାରୀଶ୍ରୀକାନ୍ତ ସାହୁ
ନିର୍ବାଚନ ମଣ୍ଡଳୀପୋଲସରା
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୪ – ୨୦୦୯
ପୂର୍ବ ଅଧିକାରୀନିରଞ୍ଜନ ପ୍ରଧାନ
ନିର୍ବାଚନ ମଣ୍ଡଳୀକୋଦଳା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1959-01-01) ୧ ଜାନୁଆରୀ ୧୯୫୯ (ବୟସ ୬୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ବିଜୁ ଜନତା ଦଳ
ଜୀବନ ସାଥୀନର୍ମଦା ପ୍ରଧାନ
ବାପା/ବୋଉବୁଲି ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ନିରଞ୍ଜନ ପ୍ରଧାନ (ଜନ୍ମ: ୧ ଜାନୁଆରୀ ୧୯୫୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଦଳାପୋଲସରା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୩ଶ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ନିରଞ୍ଜନ ୧୯୫୯ ମସିହାର ଜାନୁଆରୀ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୁଲି ପ୍ରଧାନ ଓ ପତ୍ନୀଙ୍କ ନାମ ନର୍ମଦା ପ୍ରଧାନ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନିରଞ୍ଜନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିରେ କାର୍ଯ୍ୟ କରୁଛନ୍ତି । ପୂର୍ବରୁ ସେ ବିଜୁ ଜନତା ଦଳର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ ।[୨] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Niranjan Pradhan". odishaassembly.nic.in. Odisha Assembly. Retrieved 18 January 2021.
  2. "Naveen Patnaik loses 3 MLAs to BJP ahead of polls in Odisha". Deccan Chronicle (in English). Bhubaneswar. 22 March 2019. Archived from the original on 23 June 2022. Retrieved 23 June 2022.{{cite news}}: CS1 maint: unrecognized language (link)