ନିହାର ସୁରିନ
Appearance
ନିହାର ସୁରିନ | |
---|---|
ବିଧାୟକ: ୧୩ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୪ – ୨୦୦୯ | |
ପୂର୍ବ ଅଧିକାରୀ | ଜର୍ଜ ତିର୍କୀ |
ପର ଅଧିକାରୀ | ଜର୍ଜ ତିର୍କୀ |
ନିର୍ବାଚନ ମଣ୍ଡଳୀ | ବୀରମିତ୍ରପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୦ ଜୁନ ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା |
ଜୀବନ ସାଥୀ | ଫ୍ରାନ୍ସିସ୍କା ସୁରିନ |
ବାପା/ବୋଉ | କ୍ରିଷ୍ଟ ସହାୟ ସୁରିନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ନିହାର ସୁରିନ (ଜନ୍ମ: ୨୦ ଜୁନ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୀରମିତ୍ରପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ନିହାର ସୁରିନ ୧୯୬୨ ମସିହାର ଜୁନ ମାସ ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କ୍ରିଷ୍ଟ ସହାୟ ସୁରିନ ଓ ପତ୍ନୀଙ୍କ ନାମ ଫ୍ରାନ୍ସିସ୍କା ସୁରିନ ।[୨]
ରାଜନୈତିକ ଜୀବନ
[ସମ୍ପାଦନା]ନିହାର ଓଡ଼ିଶା ରାଜନୀତିରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୩] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]
ଆଧାର
[ସମ୍ପାଦନା]- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "Shri Nihar Surin". odishaassembly.nic.in. Odisha Assembly. Retrieved 17 October 2020.
- ↑ "ଛନକା ଭରୁଛି ବୀରମିତ୍ରପୁର | Kanak News". Kanak News (in ଓଡ଼ିଆ). kanaknews.com. 12 March 2019. Archived from the original on 17 October 2020. Retrieved 17 October 2020.
{{cite news}}
: CS1 maint: unrecognized language (link)