ନୀଳମଣି ସିଂହ ଦଣ୍ଡପାଟ

ଉଇକିପିଡ଼ିଆ‌ରୁ
ନୀଳମଣି ସିଂହ ଦଣ୍ଡପାଟ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀଅର୍ଜୁନ ନାଏକ
ନିର୍ବାଚନ ମଣ୍ଡଳୀବଣାଇ
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୯୨
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦ
ବୃତ୍ତିରାଜନୀତିଜ୍ଞ

ନୀଳମଣି ସିଂହ ଦଣ୍ଡପାଟ (ମୃତ୍ୟୁ: ୧୯୯୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବଣାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ନୀଳମଣି ଅଖିଳ ଭାରତୀୟ ଗଣତନ୍ତ୍ର ପରିଷଦର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ସେ ୧୯୯୨ ମସିହାରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Nilamani Singh Dandapat". odishaassembly.nic.in. Odisha Assembly. Retrieved 30 November 2020.