ପଞ୍ଚାନନ ଦାସ

ଉଇକିପିଡ଼ିଆ‌ରୁ
ପଞ୍ଚାନନ ଦାସ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ନିର୍ବାଚନ ମଣ୍ଡଳୀବୈସିଙ୍ଗା
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୯୦
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଶାରଳା ଦାସ
ବାପା/ବୋଉବନମାଳୀ ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ପଞ୍ଚାନନ ଦାସ (ମୃତ୍ୟୁ: ୧୯୯୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବୈସିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପଞ୍ଚାନନ ଦାସଙ୍କ ବାପାଙ୍କ ନାମ ବନମାଳୀ ଦାସ ଓ ପତ୍ନୀଙ୍କ ନାମ ଶାରଳା ଦାସ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପଞ୍ଚାନନ ଦାସ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ପଞ୍ଚାନନ ଦାସ ୧୯୯୦ ମସିହାରେ ମୃତ୍ୟୁବରଣ କରିଥିଲେ । ୨୨ ଜାନୁଆରୀ ୧୯୯୦ରେ ତାଙ୍କୁ ବିଧାନ ସଭା ଗୃହରେ ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Panchanan Das". odishaassembly.nic.in. Odisha Assembly. Retrieved 20 January 2023.