ଜବାହରଲାଲ ନେହେରୁ
ଜବାହରଲାଲ ନେହେରୁ | |
---|---|
ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ | |
କାର୍ଯ୍ୟକାଳ ୧୫ ଅଗଷ୍ଟ ୧୯୪୭ – ୨୭ ମଇ ୧୯୬୪ | |
Monarch | କିଙ୍ଗ ଜର୍ଜ ୬ (୨୬ ଜାନୁଆରୀ ୧୯୫୦) |
ରାଷ୍ଟ୍ରପତି | ରାଜେନ୍ଦ୍ର ପ୍ରସାଦ ଓ ସର୍ବପଲ୍ଲୀ ରାଧାକୃଷ୍ଣନ |
Governor-General | Louis Mountbatten ଚକ୍ରବର୍ତ୍ତୀ ରାଜଗୋପାଳାଚାରୀ |
ପୂର୍ବ ଅଧିକାରୀ | ପଦଟିଏ ତିଆରି କରାଯାଇଥିଲା |
ପର ଅଧିକାରୀ | ଗୁଲାଜରିଲାଲ ନନ୍ଦା |
ବୈଦେଶିକ ବ୍ୟାପାର ମନ୍ତ୍ରୀ | |
କାର୍ଯ୍ୟକାଳ ୧୫ ଅଗଷ୍ଟ୧୯୪୭ – ୨୭ ମଇ ୧୯୬୪ | |
ପୂର୍ବ ଅଧିକାରୀ | ପଦଟିଏ ତିଆରି କରାଯାଇଥିଲା |
ପର ଅଧିକାରୀ | ଗୁଲାଜରିଲାଲ ନନ୍ଦା |
ଅର୍ଥମନ୍ତ୍ରି | |
କାର୍ଯ୍ୟକାଳ ୮ ଅକ୍ଟୋବର ୧୯୫୮ – ୧୭ ନଭେମ୍ବର ୧୯୫୯ | |
ପୂର୍ବ ଅଧିକାରୀ | ଟି. ଟି. କୃଷ୍ଣମଚାରି |
ପର ଅଧିକାରୀ | ମୋରାରଜି ଦେଶାଇ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୪ ନଭେମ୍ବର ୧୮୮୯ ଆଲାହାବାଦ, United Provinces, ବ୍ରିଟିଶ ରାଜ |
ମୃତ୍ୟୁ | ୨୭ ମଇ ୧୯୬୪ (ବୟସ ୭୪') ଦିଲ୍ଲୀ, ଭାରତ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | କମଳା ନେହରୁ |
ସନ୍ତାନ | ଇନ୍ଦିରା ଗାନ୍ଧୀ |
ଶିକ୍ଷାନୁଷ୍ଠାନ | ଟ୍ରିନିଟି କଲେଜ, କେମ୍ବ୍ରିଜ |
ପେଷା | ବାରିଷ୍ଟର |
ସନ୍ତକ |
ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲାହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ ଓ ମାତାଙ୍କ ନାମ ସ୍ୱରୂପରାଣୀ ଥିଲା । ସେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିଲେ ।ସେ ପଣ୍ଡିତ ନେହେରୁ ନାମରେ ଜଣାଥିଲେ । ଛୋଟ ପିଲାମାନେ ତାଙ୍କୁ ଖୁସିରେ ଚାଚା ନେହେରୁ ବୋଲି ଡାକନ୍ତି । ସେ ତାଙ୍କର ସ୍ନାତକ ତ୍ରିନିତୀ ମହାବିଦ୍ୟାଳୟ ,କେମ୍ବ୍ରିଜରେ ସାରିଥିଲେ । ଭାରତରେ ତାଙ୍କ ଜନ୍ମଦିନକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ୧୯୬୪ ମସିହା ମଇ ମାସ ୨୭ତାରିଖରେ ହୃଦ୍ଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା ।
ପିଲାଦିନ
[ସମ୍ପାଦନା]ଜବାହରଲାଲ ନେହେରୁ ଉତ୍ତର ପ୍ରଦେଶର ଆଲ୍ହାବାଦ ସହରରେ ଏକ କଶ୍ମିରୀ ପଣ୍ଡିତ ପରିବାରରେ ୧୮୮୯ ମସିହା ନଭେମ୍ବର ୧୪ ତାରିଖ ଦିନ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ମୋତିଲାଲ ନେହେରୁ(୧୮୬୧-୧୯୩୧) ସେ ଜଣେ ଧନଶାଳୀ ବାରିଷ୍ଟର ଥିଲେ, ସେ ଭାରତୀୟ ଜାତୀୟ କଂଗ୍ରେସର ସଭାପତି ଥିଲେ । ଓ ମାତାଙ୍କ ନାମ ସ୍ୱରୂପରାଣୀ(୧୮୬୮-୧୯୩୮) ଥିଲା ।ଜବାହରଲାଲ ନେହେରୁଙ୍କର ଦୁଇ ଭଉଣୀ ଥିଲେ । ବିଜୟ ଲକ୍ଷ୍ମୀ ତାଙ୍କର ବଡ଼ ଭଉଣୀ ଥିଲେ,ସେ United Nations General Assemblyର ପ୍ରଥମ ମହିଳା ସଭାପତି ଥିଲେ । କ୍ରୀଷ୍ଣା ହୂଥୀସିଙ୍ଗ ତାଙ୍କର ଆଉଜଣେ ଭଉଣୀ ଥିଲେ । ସେ ଜଣେ ପୁସ୍ତକ ଲେଖିକା ଥିଲେ ।
ସେ ଅକ୍ଟୋବର ୧୯୦୭ ମସିହାରେ ସ୍ନାତକ କରିବା ପାଇଁ ତ୍ରିନିତୀ ମହାବିଦ୍ୟାଳୟ, କେମ୍ବ୍ରିଜ ଯାଇଥିଲେ । ସେ ୧୯୧୦ ମସିହାରେ ପ୍ରାକୃତିକ ବିଜ୍ଞାନରେ ସ୍ନାତକ ସାରିଥିଲେ ।୧୯୧୦ ମସିହାରେ ସେ ଓକିଲାତି କରିବା ପାଇଁ ଲଣ୍ଡନ ଯାଇଥିଲେ । ସେ ସେଠି Inns of Court School of Law (Inner Temple)ରେ ୨ ବର୍ଷ ଓକିଲାତି କରିଥିଲେ । ୧୯୧୨ ମସିହାରେ ସେ ଭାରତ ଫେରିଥିଲେ ଏବଂ ସେ ଆଲାହାବାଦ ଉଚ୍ଚ ନ୍ୟାୟାଳୟରେ ଓକିଲାତି କରିଥିଲେ ।
ଭାରତ ସ୍ୱାଧୀନତା ପାଇଁ ସଂଘର୍ଷ (୧୯୧୨-୧୯୪୭)
[ସମ୍ପାଦନା]ଅସହଯୋଗ ଆନ୍ଦୋଳନ
[ସମ୍ପାଦନା]ସେ ୧୯୨୦ରେ ପ୍ରଥମେ ଅସହଯୋଗ ଆନ୍ଦୋଳନରେ ଜଡ଼ିତ ହୋଇଥିଲେ। ବିରୋଧୀ ଶାସନିକ କାର୍ଯ୍ୟକଳାପ ପାଇଁ ସେ ୧୯୨୧ରେ ଗିରଫ ହୋଇଥିଲେ ଏବଂ କିଛି ମାସ ପରେ ଖଲାସ ହୋଇଥିଲେ । ଚୌରୀ ଚୌରା ଘଟଣା ପରେ ଅସହଯୋଗ ଆନ୍ଦୋଳନର ସମାପ୍ତି ଘଟିଥିଲା ।
ଆନ୍ତର୍ଜାତୀୟତା ପାଇଁ ସଂଘର୍ଷ
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ "Shri Jawaharlal Nehru | Prime Minister of India". www.pmindia.gov.in (in ଇଂରାଜୀ). Retrieved 2024-12-24.
ଅଧିକ ତଥ୍ୟ
[ସମ୍ପାଦନା]Jawaharlal Nehru ବାବଦରେ ଉଇକିମିଡ଼ିଆର ସହଯୋଗୀ ପ୍ରକଳ୍ପଗୁଡ଼ିକରୁ ଅଧିକ ଜାଣନ୍ତୁ: | |
ଉଇକିଅଭିଧାନରେ ଶବ୍ଦାର୍ଥମାନ ଖୋଜନ୍ତୁ | |
କମନ୍ସରେ ଛବି ଓ ମିଡ଼ିଆସବୁ ଖୋଜନ୍ତୁ | |
ଉଇକିମହାବିହାରରେ ଶିକ୍ଷଣ ଆଧାରମାନ ଖୋଜନ୍ତୁ | |
ଉଇକିସମ୍ବାଦରେ ସମ୍ବାଦ ଲେଖାମାନ ଖୋଜନ୍ତୁ | |
ଉଇକିକଥାରୁ ଢଗଢମାଳି ଓ କଥାମାନ | |
ଉଇକିଉତ୍ସରୁ ମୂଳାଧାର ଲେଖାମାନ | |
ଉଇକିପୋଥିରେ ପଢ଼ାବହିମାନ |
- Lord Mountbatten's daughter recalls Nehru Archived 2011-02-02 at the Wayback Machine.
- Jawahar Lal Nehru's Biography[permanent dead link]
- Jawaharlal Nehru University
- Nehru biography at Harappa.com
- India Today's profile of Nehru Archived 2015-11-03 at the Wayback Machine.
- Nehru's legacy to India Archived 2011-07-28 at Archive.is
- Nehru on Communalism
- 12 Indians who are famous in Russia
- Jawaharlal Nehru Quotations
- Booknotes interview with Stanley Wolpert on Nehru: A Tryst with Destiny, 29 December 1996.
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |