ପରଦେଶୀ ବାବୁ
Appearance
ପରଦେଶୀ ବାବୁ | |
---|---|
ନିର୍ଦ୍ଦେଶକ | ହର ପଟ୍ଟନାୟକ |
ପ୍ରଯୋଜକ | ଅମୀୟ ରଞ୍ଜନ ପଟ୍ଟନାୟକ |
ସଂଳାପ | ସୁବୋଧ ପଟ୍ଟନାୟକ |
ଚିତ୍ରନାଟ୍ୟ | ହର ପଟ୍ଟନାୟକ |
କାହାଣୀ | ଅମୀୟ ରଞ୍ଜନ ପଟ୍ଟନାୟକ |
କଳାକାର | ସିଦ୍ଧାନ୍ତ ମହାପାତ୍ର ରଚନା ବାନାର୍ଜୀ ବିଜୟ ମହାନ୍ତି ହର ପଟ୍ଟନାୟକ ଜୟୀରାମ ସାମଲ |
ସଙ୍ଗୀତ | ଅଲ୍ଲାଉଦୀନ ଅଲ୍ଲୀ |
ଚିତ୍ରଗ୍ରହଣ | ଶାମ୍ବା ଶିବ ରାଓ |
ସମ୍ପାଦକ | ଦେବେନ ମିଶ୍ର[୧][୨] |
ମୁକ୍ତିଲାଭ ତାରିଖ | ୧୯୯୯ |
ଦେଶ | ଭାରତ |
ଭାଷା | ଓଡ଼ିଆ |
ପରଦେଶୀ ବାବୁ, ୧୯୯୯ ମସିହାରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଅମୀୟ ରଞ୍ଜନ ପଟ୍ଟନାୟକ ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲ ଏବଂ କାହାଣୀ ରଚନା କରିଥିଲେ ।[୩][୪] ସୁବୋଧ ପଟ୍ଟନାୟକ ଏହି କଥାଚିତ୍ରଟି ସଂଳାପ ରଚନା କରିଥିଲେ । ହର ପଟ୍ଟନାୟକ କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୫]
ସିଦ୍ଧାନ୍ତ ମହାପାତ୍ର, ରଚନା ବାନାର୍ଜୀ, ବିଜୟ ମହାନ୍ତି, ହର ପଟ୍ଟନାୟକ, ଜୟୀରାମ ସାମଲ, ବ୍ରଜ ସିଂହ, ଜସ୍ମିନ ତମନ୍ନା ତିଥି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟ
[ସମ୍ପାଦନା]- ସିଦ୍ଧାନ୍ତ ମହାପାତ୍ର[୬]
- ରଚନା ବାନାର୍ଜୀ
- ବିଜୟ ମହାନ୍ତି
- ହର ପଟ୍ଟନାୟକ
- ଜୟୀରାମ ସାମଲ
- ବ୍ରଜ ସିଂହ
- ଜସ୍ମିନ ତମନ୍ନା ତିଥି
କାହାଣୀ
[ସମ୍ପାଦନା]ଗୀତ ଏବଂ ସଙ୍ଗୀତ
[ସମ୍ପାଦନା]ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଲ୍ଲାଉଦୀନ ଅଲ୍ଲୀ । ଦେବଦାସ ଛୋଟରାୟ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ନିବେଦିତା, ସୋନୁ ନିଗମ, ଟି. ସୌରୀ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତ
[ସମ୍ପାଦନା]କ୍ରମ | ଗୀତ | ସମୟ |
---|
ଆଧାର
[ସମ୍ପାଦନା]- ↑ "ଖ୍ୟାତନାମା ଚଳଚ୍ଚିତ୍ର ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ | Sambad". ସମ୍ବାଦ. ଭୁବନେଶ୍ୱର: sambad.in. 16 August 2020. Archived from the original on 3 July 2022. Retrieved 16 August 2020.
- ↑ "ଫିଲ୍ମ ଏଡିଟର ଦେବେନ ମିଶ୍ରଙ୍କ ପରଲୋକ". Odisha Reporter. ଭୁବନେଶ୍ୱର. 16 August 2020. Archived from the original on 3 July 2022. Retrieved 9 September 2020.
- ↑ "ଅମୀୟ ପଟ୍ଟନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ". OTV Khabar. 20 October 2018. Archived from the original on 9 September 2020. Retrieved 9 September 2020.
- ↑ "ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ଅମୀୟ ପଟ୍ଟନାୟକ". Kanak News. kanaknews.com. 19 October 2018. Retrieved 9 September 2020.
- ↑ Portal, Prerna News (12 October 2020). "ଆଜି ମନେ ପଡନ୍ତି ଅଭିନେତା, ଚିତ୍ରନାଟ୍ୟକାର ଓ ନିର୍ଦ୍ଦେଶକ ହର ପଟ୍ଟନାୟକ". ପ୍ରେରଣା (in Odia). Archived from the original on 6 December 2021. Retrieved 6 December 2021.
{{cite news}}
: CS1 maint: unrecognized language (link) - ↑ "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.
ବାହାର ଆଧାର
[ସମ୍ପାଦନା]- ଇଣ୍ଟରନେଟ ମୁଭି ଡାଟାବେସରେ ପରଦେଶୀ ବାବୁ