ପରି ମହଲ

ଉଇକିପିଡ଼ିଆ ରୁ
Jump to navigation Jump to search
ପରି ମହଲ
ନିର୍ଦ୍ଦେଶକବିକାସ ଦାସ
ପ୍ରଯୋଜକଅମିୟ ରଞ୍ଜନ ପଟ୍ଟନାୟକ[୧]
ସଂଳାପବିକାସ ଦାସ
କାହାଣୀଅମିୟ ରଞ୍ଜନ ପଟ୍ଟନାୟକ
କଳାକାରସିଦ୍ଧାନ୍ତ ମହାପାତ୍ର, ମୌମିତା ଗୁପ୍ତା, ହରିହର ମହାପାତ୍ର, ଉତ୍ତମ ମହାନ୍ତି
ସଙ୍ଗୀତଅମରେନ୍ଦ୍ର ମହାନ୍ତି[୨]
ମୁକ୍ତିଲାଭ ତାରିଖ
୨୦୦୩
ଦେଶ ଭାରତ
ଭାଷାଓଡ଼ିଆ


ବିକାସ ଦାସଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ପରି ମହଲ [୩] ୨୦୦୩ ମସିହାରେ ମୁକ୍ତିଲାଭ କରିଥିଲା ।

ଅଭିନୟରେ[ସମ୍ପାଦନା]

ଓଡ଼ିଆ କଥାଚିତ୍ର ‘ପରି ମହଲ’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଆଧାର[ସମ୍ପାଦନା]

  1. "ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ଅମୀୟ ପଟ୍ଟନାୟକ". Kanak News. kanaknews.com. 19 October 2018. Retrieved 9 September 2020.
  2. "ସଂଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ କରୋନାରେ ଦେହାନ୍ତ : ଭୁବନେଶ୍ୱରରେ ସମ କୋଭିଡ ହସ୍ପିଟାଲରେ ୫ଦିନ ହେଲା ଚାଲିଥିଲା ଚିକିତ୍ସା". www.kanaknews.com. ଇଷ୍ଟର୍ଣ୍ଣ ମିଡ଼ିଆ. Archived from the original on 17 May 2021. Retrieved 17 May 2021.
  3. ପରି ମହଲ ଇଣ୍ଟରନେଟ ମୁଭି ଡାଟାବେସରେ