ପରି ମହଲ

ଉଇକିପିଡ଼ିଆ‌ରୁ
ପରି ମହଲ
ନିର୍ଦ୍ଦେଶକବିକାସ ଦାସ
ପ୍ରଯୋଜକଅମିୟ ରଞ୍ଜନ ପଟ୍ଟନାୟକ[୧]
ସଂଳାପବିକାସ ଦାସ
କାହାଣୀଅମିୟ ରଞ୍ଜନ ପଟ୍ଟନାୟକ
କଳାକାରସିଦ୍ଧାନ୍ତ ମହାପାତ୍ର, ମୌମିତା ଗୁପ୍ତା, ହରିହର ମହାପାତ୍ର, ଉତ୍ତମ ମହାନ୍ତି
ସଙ୍ଗୀତଅମରେନ୍ଦ୍ର ମହାନ୍ତି[୨]
ମୁକ୍ତିଲାଭ ତାରିଖ
୨୦୦୩
ଦେଶ ଭାରତ
ଭାଷାଓଡ଼ିଆ


ବିକାସ ଦାସଙ୍କ ନିର୍ଦ୍ଦେଶନାରେ ନିର୍ମିତ ଓଡ଼ିଆ କଥାଚିତ୍ର ପରି ମହଲ [୩] ୨୦୦୩ ମସିହାରେ ମୁକ୍ତିଲାଭ କରିଥିଲା ।

ଅଭିନୟରେ[ସମ୍ପାଦନା]

ଓଡ଼ିଆ କଥାଚିତ୍ର ‘ପରି ମହଲ’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଆଧାର[ସମ୍ପାଦନା]

  1. "ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ନିର୍ମାତା ଅମୀୟ ପଟ୍ଟନାୟକ". Kanak News. kanaknews.com. 19 October 2018. Retrieved 9 September 2020.
  2. "ସଂଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ କରୋନାରେ ଦେହାନ୍ତ : ଭୁବନେଶ୍ୱରରେ ସମ କୋଭିଡ ହସ୍ପିଟାଲରେ ୫ଦିନ ହେଲା ଚାଲିଥିଲା ଚିକିତ୍ସା". www.kanaknews.com. ଇଷ୍ଟର୍ଣ୍ଣ ମିଡ଼ିଆ. Archived from the original on 17 May 2021. Retrieved 17 May 2021.
  3. ଇଣ୍ଟରନେଟ ମୁଭି ଡାଟାବେସରେ ପରି ମହଲ
  4. "୫୭ ବର୍ଷରେ ପାଦ ଥାପିଲେ ସିଦ୍ଧାନ୍ତ, ଅଭିନେତାରୁ ନେତା ସାଜି ଆଜିବି ଦର୍ଶକଙ୍କ ହୃଦୟରେ କରୁଛନ୍ତି ରାଜ୍‌". Prameya News7 (in ଆମେରିକୀୟ ଇଂରାଜୀ). 4 May 2023. Archived from the original on 29 August 2023. Retrieved 29 August 2023.