ପାଗଳ କରିଚି ପାଉଁଜି ତୋର

ଉଇକିପିଡ଼ିଆ‌ରୁ
ପାଗଳ କରିଚି ପାଉଁଜି ତୋର
ନିର୍ଦ୍ଦେଶକସଞ୍ଜୟ ନାୟକ
ପ୍ରଯୋଜକସୀତାରାମ ଅଗ୍ର‌ୱାଲ
ସଂଳାପନିର୍ମଳ ନାୟକ
ଚିତ୍ରନାଟ୍ୟବିଜୟ ମଲ୍ଲ
କାହାଣୀବିଜୟ ମଲ୍ଲ
କଳାକାରସବ୍ୟସାଚୀ ମିଶ୍ର, ଅର୍ଚ୍ଚିତା ସାହୁ, ବୁଦ୍ଧାଦିତ୍ୟ ମହାନ୍ତି, ପ୍ରଦ୍ୟୁମ୍ନ ଲେଙ୍କା, ଅନିତା ଦାସ, ଅପରାଜିତା ମହାନ୍ତି
ସଙ୍ଗୀତପ୍ରେମ ଆନନ୍ଦ
ଚିତ୍ରଗ୍ରହଣଏସ୍ ରଞ୍ଜନ
ସମ୍ପାଦକଶିବପ୍ରସାଦ ମହାନ୍ତି
ମୁକ୍ତିଲାଭ ତାରିଖ
୨୦୦୯
ଦେଶ ଭାରତ
ଭାଷାଓଡ଼ିଆ

ପାଗଳ କରୁଚି ପାଉଁଜି ତୋର, ୨୦୦୯ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୀତାରାମ ଅଗ୍ର‌ୱାଲ, ଯାହାକି ସାର୍ଥକ ମୁଭିଜ୍ ବ୍ୟାନରରେ ନିର୍ମିତ ହୋଇଥିଲା ।[୧] ବିଜୟ ମଲ୍ଲ ଏହି କଥାଚିତ୍ରଟିର କାହାଣୀ ଏବଂ ଚିତ୍ରନାଟ୍ୟ ରଚନା କରିଥିଲେ । ନିର୍ମଳ ନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ।

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସବ୍ୟସାଚୀ ମିଶ୍ର, ଅର୍ଚ୍ଚିତା ସାହୁ ଏବଂ ବୁଦ୍ଧାଦିତ୍ୟ ମହାନ୍ତି । ପ୍ରଦ୍ୟୁମ୍ନ ଲେଙ୍କା, ଅନିତା ଦାସ, ଅପରାଜିତା ମହାନ୍ତି, ସ୍ନିଗ୍ଧା ମହାନ୍ତି, ଉତ୍ତମ ମହାନ୍ତି, ଜୟୀରାମ ସାମଲ, ପପି ସନ୍ତୁକ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରେମ ଆନନ୍ଦଶ୍ରୀକାନ୍ତ ଗୌତମ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ମହ‌ମଦ ଅଜିଜ୍, କରୁଣାକର, ଉଦିତ ନାରାୟଣ, ନିବେଦିତା, ସୁରେଶ ୱାଡ଼େକର ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତ[ସମ୍ପାଦନା]

କ୍ରମଗୀତସମୟ
1."ସରିଗଲା ମିଛି ମିଛିକା କଣ୍ଢେଇ" 
2."ରିମ୍ ଝିମ୍ ରିମ୍ ଝିମ୍ ବର୍ଷା" 
3."ପାଉଁଜି ପାଦକୁ ସିନ୍ଦୂର ମଥାକୁ" 
4."ମିଳିଗଲା ମୋତେ ମୋର" 
5."ପାଗଳ କରିଚି ପାଉଁଜି ତୋର" 
6."ବାପ ଘର ଝିଅ ଦି ଦିନ କୁଣିଆ" 

ଆଧାର[ସମ୍ପାଦନା]

  1. "ପୁଣି ସୁଶାନ୍ତଙ୍କ ସହ ସବ୍ୟସାଚୀ". ନିର୍ଭୟ. 16 September 2023. p. 10. Archived from the original on 16 September 2023. Retrieved 16 September 2023.
  2. "ପାଗଳପ୍ରେମୀ ସବ୍ୟସାଚୀ କ'ଣ ସତରେ ଫସିଗଲେ?". OdishaLIVE (in Odia). ଓଡ଼ିଶା. 29 April 2018. Archived from the original on 12 August 2020. Retrieved 2 September 2018.{{cite news}}: CS1 maint: unrecognized language (link)
  3. "ପହିଲି ପୁଲକ: ମାତ୍ର ଦୁଇ ଧାଡ଼ିର ସଂଳାପ ଅଭିନେତା ସବ୍ୟସାଚୀଙ୍କୁ ନାକେଦମ୍ କରିଦେଇଥିଲା". ସମ୍ବାଦ. sambad.in. 12 October 2022. Archived from the original on 12 October 2022. Retrieved 12 October 2022.
  4. "ଏହି ଓଲିଉଡ ନାୟିକାମାନଙ୍କର ପରଦା ଉପରେ କେହି ନାୟକ ନ ଥିଲେ". OdishaLIVE. 11 July 2018. Archived from the original on 13 August 2020. Retrieved 1 September 2018.
  5. "ବୁଦ୍ଧାଦିତ୍ୟଙ୍କ 'ଆସ୍ତିକ ନାସ୍ତିକ'". ନିର୍ଭୟ. 4 July 2022. p. 10. Archived from the original on 27 October 2022. Retrieved 27 October 2022.

ବାହାର ଆଧାର[ସମ୍ପାଦନା]