ପାରିକରିବେ ଭୋଳାଶଙ୍କର ୨

ଉଇକିପିଡ଼ିଆ‌ରୁ
ପାରିକରିବେ ଭୋଳାଶଙ୍କର ୨
ନିର୍ଦ୍ଦେଶକମୃତ୍ୟୁଞ୍ଜୟ ସାହୁ
ପ୍ରଯୋଜକସୁନିଲ କୁମାର ପଟ୍ଟନାୟକ, ମୃତ୍ୟୁଞ୍ଜୟ ସାହୁ
କାହାଣୀପ୍ରିୟବ୍ରତ
କଳାକାରରାକେଶ ଦେଓ
ଲିପିକା ସେନାପତି
ପ୍ରଦ୍ୟୁମ୍ନ ଲେଙ୍କା
କେଦାର ମିଶ୍ର
ସଙ୍ଗୀତପ୍ରଶାନ୍ତ ପାଢ଼ୀ
ମୁକ୍ତିଲାଭ ତାରିଖ
୯ ଅପ୍ରେଲ ୨୦୨୩
ଦେଶ ଭାରତ
ଭାଷାଓଡ଼ିଆ

ପାରିକରିବେ ଭୋଳାଶଙ୍କର ୨, ୨୦୨୩ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁନିଲ କୁମାର ପଟ୍ଟନାୟକ ଓ ମୃତ୍ୟୁଞ୍ଜୟ ସାହୁ । ପ୍ରିୟବ୍ରତ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ମୃତ୍ୟୁଞ୍ଜୟ ସାହୁ ।[୧] ସଙ୍ଗୀତକାର ପ୍ରଶାନ୍ତ ପାଢ଼ୀ ଏହି କଥାଚିତ୍ରଟିର ସ୍ୱର ସଂଯୋଜନା କରିଥିଲେ ।

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ରାକେଶ ଦେଓ ଓ ଲିପିକା ସେନାପତି ।[୨] ପ୍ରଦ୍ୟୁମ୍ନ ଲେଙ୍କା, କେଦାର ମିଶ୍ର, ସୋମୁ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୧]

ଏହି କଥାଚିତ୍ରଟି ୨୦୨୩ ମସିହାର ଅପ୍ରେଲ ୯ ତାରିଖରେ ଜୀ ସାର୍ଥକରେ ମୁକ୍ତିଲାଭ କରିଥିଲା ।[୧]

ଅଭିନୟ[ସମ୍ପାଦନା]

କାହାଣୀ[ସମ୍ପାଦନା]

ଗୀତ ଏବଂ ସଙ୍ଗୀତ[ସମ୍ପାଦନା]

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରଶାନ୍ତ ପାଢ଼ୀ[୧] ଗୀତିକାର ନିର୍ମଳ ନାୟକ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଅନ୍ତରା ଚକ୍ରବର୍ତ୍ତୀ, ସ୍ୱୟମ ପାଢ଼ୀ, ସତ୍ୟଜିତ ପ୍ରଧାନ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।[୨]

ଗୀତ[ସମ୍ପାଦନା]

କ୍ରମଗୀତଗାୟକସମୟ
1."ତତେ ଭଲ ପାଇବାର ଅଛି ଲକ୍ଷେ କାରଣ"ଅନ୍ତରା ଚକ୍ରବର୍ତ୍ତୀ, ସ୍ୱୟମ ପାଢ଼ୀ 
2."ଜୟ ଜୟ ଭୋଳା ଶଙ୍କର"ସତ୍ୟଜିତ ପ୍ରଧାନ 

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ "ପାରିକରିବେ ଭୋଳାଶଙ୍କର ୨". ଧରିତ୍ରୀ. No. ଛୁଟିଦିନ. 9 April 2023. p. 8. Archived from the original on 17 April 2023. Retrieved 17 April 2023.
  2. ୨.୦ ୨.୧ "ରାକେଶଙ୍କ ନାୟିକା". ସମାଜ. No. ରବିବାର. 9 April 2023. p. 8. Archived from the original on 17 April 2023. Retrieved 17 April 2023.

ବାହାର ଆଧାର[ସମ୍ପାଦନା]