ପୁରୁଷୋତ୍ତମ ନାଏକ

ଉଇକିପିଡ଼ିଆ‌ରୁ
ପୁରୁଷୋତ୍ତମ ନାଏକ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀରୁଦ୍ର ମୋହନ ଦାସ
ପର ଅଧିକାରୀକାଙ୍ଗୋଇ ସିଂହ
ନିର୍ବାଚନ ମଣ୍ଡଳୀବାଙ୍ଗିରିପୋଷି
ବିଧାୟକ: ୧୨ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୦୪
ପୂର୍ବ ଅଧିକାରୀଅଜେନ ମୁର୍ମୁ
ପର ଅଧିକାରୀଚୈତନ୍ୟ ପ୍ରସାଦ ମାଝି
ନିର୍ବାଚନ ମଣ୍ଡଳୀବାଙ୍ଗିରିପୋଷି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1951-01-04) ୪ ଜାନୁଆରୀ ୧୯୫୧ (ବୟସ ୭୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଜୀବନ ସାଥୀପୁଷ୍ପିତା ନାଏକ
ବାପା/ବୋଉଚିନ୍ତାମଣି ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ପୁରୁଷୋତ୍ତମ ନାଏକ (ଜନ୍ମ: ୪ ଜାନୁଆରୀ ୧୯୫୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ପୁରୁଷୋତ୍ତମ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଓଡ଼ିଶା ବିଧାନ ସଭାରେ ସେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି । ୧୯୭୭ ଓ ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଙ୍ଗିରିପୋଷି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ଜନ୍ମ, ଶିକ୍ଷା ଓ ପରିବାର[ସମ୍ପାଦନା]

ପୁରୁଷୋତ୍ତମ ନାଏକ ୧୯୫୧ ମସିହାର ଜାନୁଆରୀ ମାସ ୪ ତାରିଖରେ ମୟୂରଭଞ୍ଜ ଜିଲ୍ଲାରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ ଚିନ୍ତାମଣି ନାଏକ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ମାଟ୍ରିକ୍‌ରୁ କମ ।[୧] ତାଙ୍କ ପତ୍ନୀଙ୍କ ନାମ ପୁଷ୍ପିତା ନାଏକ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପୁରୁଷୋତ୍ତମ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଛନ୍ତି ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Purusottam Naik". odishaassembly.nic.in. Odisha Assembly. Retrieved 20 August 2019.