ପୂର୍ଣ୍ଣଚନ୍ଦ୍ର ନାୟକ

ଉଇକିପିଡ଼ିଆ ରୁ
Jump to navigation Jump to search
ପୂର୍ଣ୍ଣଚନ୍ଦ୍ର ନାୟକ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
ଅଫିସରେ
୨୦୧୪ – ୨୦୧୯
ପୂର୍ବ ଅଧିକାରୀକାଶୀନାଥ ମଲ୍ଲିକ
ପର ଅଧିକାରୀରମେଶ ଚନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀଦଶପଲ୍ଲା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ
ଧର୍ମହିନ୍ଦୁ

ପୂର୍ଣ୍ଣଚନ୍ଦ୍ର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥରେ ଭାବରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Purna Chandra Nayak". odishaassembly.nic.in. Odisha Assembly. Retrieved 29 April 2020.