ପୂର୍ଣ୍ଣଚନ୍ଦ୍ର ନାୟକ
Jump to navigation
Jump to search
ପୂର୍ଣ୍ଣଚନ୍ଦ୍ର ନାୟକ | |
---|---|
![]() | |
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା | |
ଅଫିସରେ ୨୦୧୪ – ୨୦୧୯ | |
ପୂର୍ବ ଅଧିକାରୀ | କାଶୀନାଥ ମଲ୍ଲିକ |
ପର ଅଧିକାରୀ | ରମେଶ ଚନ୍ଦ୍ର ବେହେରା |
ନିର୍ବାଚନ ମଣ୍ଡଳୀ | ଦଶପଲ୍ଲା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ଧର୍ମ | ହିନ୍ଦୁ |
ପୂର୍ଣ୍ଣଚନ୍ଦ୍ର ନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଦଶପଲ୍ଲା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କାର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥରେ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର[ସମ୍ପାଦନା]
- ↑ ୧.୦ ୧.୧ "Shri Purna Chandra Nayak". odishaassembly.nic.in. Odisha Assembly. Retrieved 29 April 2020. Cite has empty unknown parameter:
|dead-url=
(help)