ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ

ଉଇକିପିଡ଼ିଆ‌ରୁ
ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ
ବିଧାୟକ: ୧୪ଶ, ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ଏବେଯାଏଁ
ପୂର୍ବ ଅଧିକାରୀକିଶୋର ଚନ୍ଦ୍ର ସିଂହ ଦେଓ
ନିର୍ବାଚନ ମଣ୍ଡଳୀସୋରଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1972-10-02) ୨ ଅକ୍ଟୋବର ୧୯୭୨ (ବୟସ ୫୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀସଂଘମିତ୍ରା ସ୍ୱାଇଁ
ବାପା/ବୋଉମହାଦେବ ସ୍ୱାଇଁ (ବାପା)
ବୃତ୍ତିରାଜନୀତିଜ୍ଞ

ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ (ଜନ୍ମ: ୨ ଅକ୍ଟୋବର ୧୯୭୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ୧୯୭୨ ମସିହାର ଅକ୍ଟୋବର ୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମହାଦେବ ସ୍ୱାଇଁ ଓ ପତ୍ନୀଙ୍କ ନାମ ସଂଘମିତ୍ରା ସ୍ୱାଇଁ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପୂର୍ଣ୍ଣଚନ୍ଦ୍ର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ[ସମ୍ପାଦନା]

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ସୋରଡ଼ା ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ସୋରଡ଼ା ବିଜୁ ଜନତା ଦଳ
୨୦୧୯ - ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ସୋରଡ଼ା ବିଜୁ ଜନତା ଦଳ

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Purna Chandra Swain". odishaassembly.nic.in. Odisha Assembly. Retrieved 13 February 2021.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Purna Chandra Swain-ସମ୍ପର୍କିତ ମିଡ଼ିଆ