ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ

ଉଇକିପିଡ଼ିଆ‌ରୁ
ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୮ ମଇ ୧୯୮୯
ପୂର୍ବ ଅଧିକାରୀଲଳିତ ମୋହନ ଗାନ୍ଧୀ
ପର ଅଧିକାରୀଯୋଗେନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀଟିଟିଲାଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ(1947-11-20)୨୦ ନଭେମ୍ବର ୧୯୪୭
ମୃତ୍ୟୁ୧୮ ମଇ ୧୯୮୯(1989-05-18) (ବୟସ ୪୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀପଙ୍କଜିନି ମହାନନ୍ଦ
ବାପା/ବୋଉତିଳକ ମହାନନ୍ଦ (ବାପା‌)
ବୃତ୍ତିରାଜନୀତିଜ୍ଞ

ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ (୨୦ ନଭେମ୍ବର ୧୯୪୭ - ୧୮ ମଇ ୧୯୮୯) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୮୫ ମସିହାରେ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଟିଟିଲାଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବା ଓ ଶିକ୍ଷା[ସମ୍ପାଦନା]

ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ ୧୯୪୭ ମସିହାର ନଭେମ୍ବର ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ତିଳକ ମହାନନ୍ଦ ଓ ପତ୍ନୀଙ୍କ ନାମ ପଙ୍କଜିନି ମହାନନ୍ଦ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ପୂର୍ଣ୍ଣ ଚନ୍ଦ୍ର ମହାନନ୍ଦ ୧୯୮୯ ମସିହାର ମଇ ୧୮ ତାରିଖରେ ୪୧ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Purna Chandra Mahananda". odishaassembly.nic.in. Odisha Assembly. Retrieved 26 September 2021.