ପୂର୍ଣ୍ଣ ଚନ୍ଦ୍ର ମ୍ରିଗାନ

ଉଇକିପିଡ଼ିଆ‌ରୁ
ପୂର୍ଣ୍ଣ ଚନ୍ଦ୍ର ମ୍ରିଗାନ
ବିଧାୟକ: ୫ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୧ – ୧୯୭୩
ନିର୍ବାଚନ ମଣ୍ଡଳୀକୋଡ଼ିଙ୍ଗା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1940-08-15)୧୫ ଅଗଷ୍ଟ ୧୯୪୦
ମୃତ୍ୟୁ୧୩ ଫେବୃଆରୀ ୨୦୦୦(2000-02-13) (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଉତ୍କଳ କଂଗ୍ରେସ
ଜୀବନ ସାଥୀସୁକୁମତି ମ୍ରିଗାନ
ବାପା/ବୋଉରତି ମ୍ରିଗାନ (ବାପା)
ବୃତ୍ତିରାଜନୀତିଜ୍ଞ

ପୂର୍ଣ୍ଣ ଚନ୍ଦ୍ର ମ୍ରିଗାନ (୧୫ ଅଗଷ୍ଟ ୧୯୪୦ - ୧୩ ଫେବୃଆରୀ ୨୦୦୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୭୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋଡ଼ିଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୫ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପୂର୍ଣ୍ଣ ଚନ୍ଦ୍ର ମ୍ରିଗାନ ୧୯୪୦ ମସିହାର ଅଗଷ୍ଟ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ରତି ମ୍ରିଗାନ ଓ ପତ୍ନୀଙ୍କ ନାମ ସୁକୁମତି ମ୍ରିଗାନ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପୂର୍ଣ୍ଣ ଚନ୍ଦ୍ର ମ୍ରିଗାନ ଓଡ଼ିଶା ରାଜନୀତିରେ ଉତ୍କଳ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ[ସମ୍ପାଦନା]

ପୂର୍ଣ୍ଣ ଚନ୍ଦ୍ର ମ୍ରିଗାନ ୨୦୦୦ ମସିହାର ଫେବୃଆରୀ ୧୩ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Purna Chandra Mrigan". odishaassembly.nic.in. Odisha Assembly. Retrieved 8 October 2022.