ପୋର୍ଟାଲ:ବିଜ୍ଞାନ/Selected biography
Selected biography 1
ପୋର୍ଟାଲ:ବିଜ୍ଞାନ/Selected biography/1
| ଥୋମାସ ଅଲଭା ଏଡ଼ିସନ b. ୧୮୪୭/୧୯୩୧ ଥୋମାସ ଆଲଭା ଏଡ଼ିସନ (English: Thomas Alva Edison) ଜଣେ ଆମେରିକୀୟ ଉଦ୍ଭାବକ, ବୈଜ୍ଞାନିକ ଓ ବାବସାୟୀ ଥିଲେ । ସେ ଅନେକ ଯନ୍ତ୍ର ବାହାର କରିଥିଲେ ଯାହାକି ସାରା ବିଶ୍ଵଜୀବନକୁ ବହୁତ ପ୍ରଭାବିତ କରିଥିଲା । ଫୋନୋଗ୍ରାଫ , ଚଳଚ୍ଚିତ୍ର କ୍ୟାମେରା , ବହୁତ ଦିନ ଚାଲିପାରୁଥିବା ବିଦ୍ୟୁତ ବଲ୍ବ ଇତ୍ୟାଦି ତାଙ୍କରି ଅବଦାନ । ଜଣେ ଖବରକାଗଜ ସାମ୍ବାଦିକ ତାଙ୍କୁ ମେନଲୋପାର୍କର (ଏବେ ଏଡ଼ିସନ, ନିଉ ଜର୍ସି) ଯାଦୁକର ଭାବେ ସମ୍ବୋଧନା କରିଥିଲେ । ସେ ପ୍ରଥମ ଉଦ୍ଭାବକ ଥିଲେ ଯିଏକି ସମୂହ ଉତ୍ପାଦନର ତତ୍ତ୍ଵ (the principles of mass production) ଓ ବହୁ ପରିମାଣରେ ଏକତ୍ର କାମ କରି(large-scale teamwork) ଉଦ୍ଭାବନ କରିବା ସୂତ୍ର ବ୍ୟବହାର କରିଥିଲେ । ଏଣୁ ତାଙ୍କୁ ପ୍ରଥମ ଶିଳ୍ପ ଭିତ୍ତିକ ଗବେଷଣାଗାରର ନିର୍ମାତା ବୋଲି ମଧ୍ୟ କୁହାଯାଏ । |
Selected biography 2
ପୋର୍ଟାଲ:ବିଜ୍ଞାନ/Selected biography/2
| ମାଇକେଲ ଫାରାଡ଼େ b. ୧୭୯୨/୧୮୬୭ ମାଇକେଲ ଫାରାଡ଼େ, ଇଂରେଜ ପଦାର୍ଥ ବିଜ୍ଞାନୀ ଏବଂ ରସାୟନବିଦ ଥିଲେ । ସେ ବିଦ୍ୟୁତ୍-ସ୍ରୋତ ର ଚୁମ୍ବକୀୟ ପ୍ରଭାବ ଆବିଷ୍କାର କରିଥିଲେ । ସେ ବିଦ୍ୟୁତ୍-ଚୁମ୍ବକୀୟ ପ୍ରେରଣ ର ଗବେଷଣା କରି ତାକୁ ନିୟମଭୁକ୍ତ କରିଥିଲେ । ଏହା ଦ୍ୱାରା ଡାଇନାମୋ ଏବଂ ବିଦ୍ୟୁତ୍ ମୋଟର ର ନିର୍ମାଣ ହୋଇଥିଲା । ପରେ 'ଗସ' (Gauss) ଙ୍କର ବିଦ୍ୟୁତ-ଚୁମ୍ବକତ୍ଵର ଚାରି ସମୀକରଣ ରେ ଫାରାଡ଼େଙ୍କର ଏହି ନିୟମ ମଧ୍ୟ ମିଶିଲା । ଫାରାଡ଼େ ବିଦ୍ୟୁତ୍ ରସାୟନ ଉପରେ ମଧ୍ୟ ଅନେକ ଗବେଷଣା କରିଥିଲେ ଏବଂ ଦୁଇଟି ନିୟମ ମଧ୍ୟ ଦେଇଥିଲେ । ଏହି ମହାନ ବୈଜ୍ଞାନିକଙ୍କର ଜନ୍ମ ୨୨ ସେପ୍ଟେମ୍ବର, ୧୭୯୧ ରେ ହୋଇଥିଲା । ତାଙ୍କ ପିତା ବହୁତ ଗରିବ ଥିଲେ ଓ କମାର କାମ କରୁଥିଲେ । ସେ ପେଷାଗତ ଜୀବନ ଲଣ୍ଡନରେ ବହିବନ୍ଧାଳୀ ଚାକିରୀରୁ ଆରମ୍ଭ କରିଥିଲେ । ସମୟ ମିଳିଲେ ସେ ରସାୟନ ଏବଂ ବିଦ୍ୟୁତ୍ ଆଧାରିତ ପୁସ୍ତକ ପଢୁଥିଲେ । ସନ୍ ୧୮୧୩ ରେ ପ୍ରସିଦ୍ଧ ରସାୟନବିଦ, ସାର୍ ହାମ୍ପ୍ରୀ ଡେଭୀଙ୍କର ଉଦବୋଧନ ଶୁଣିବାର ସୌଭାଗ୍ୟ ତାଙ୍କୁ ପ୍ରାପ୍ତ ହେଲା । ଏହି ଉଦବୋଧନ ଉପରେ ଟୀକା ଲେଖି ଫାରାଡ଼େ ଡେଭୀଙ୍କ ପାଖକୁ ପଠାଇଲେ । ସାର୍ ହାମ୍ପ୍ରୀ ଡେଭୀ ଏହି ଟୀକା ଦ୍ୱାରା ଅତ୍ୟନ୍ତ ପ୍ରଭାବିତ ହେଲେ ଓ ନିଜ ଗବେଷଣାଗାରରେ ତାଙ୍କୁ ସହଯୋଗୀ ରଖିଲେ । ଫାରାଡ଼େ ମନଧ୍ୟାନ ଦେଇ କାମ କଲେ ଓ ୧୮୩୩ ଖ୍ରୀଷ୍ଟାବ୍ଦରେ ରୟାଲ୍ ଇନ୍ଷ୍ଟିଚ୍ୟୁଟ୍ ରେ ରସାୟନ ଅଧ୍ୟାପକ ହେଲେ । |
Selected biography 3
ପୋର୍ଟାଲ:ବିଜ୍ଞାନ/Selected biography/3
| ଜେମ୍ସ ୱାଟ b. ୧୭୩୬/୧୮୧୯ ଜେମ୍ସ ୱାଟ ୱାଟ ହେଉଛନ୍ତି ଜଣେ ସ୍କଟଲ୍ୟାଣ୍ଡୀୟ ଉଦ୍ଭାବକ ଓ ଯନ୍ତ୍ର ବିଜ୍ଞାନୀ । ବାଷ୍ପଚାଳିତ ଯନ୍ତ୍ରରେ ସେ କରିଥିବା ଉନ୍ନତି ଶିଳ୍ପ ବିପ୍ଳବ ସମୟରେ ଏକ ନୂତନ ଦିଗ ଉନ୍ମୋଚନ କରିଥିଲା । ଗ୍ଲାସ୍ଗୋ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ ଥିବାବେଳେ ସେ ବାଷ୍ପଚାଳିତ ଯନ୍ତ୍ର ପ୍ରତି ଆଗ୍ରହୀ ହେଲେ । ସେ ଅନୁଭବ କଲେ ଯେ ତତ୍କାଳୀନ ଯନ୍ତ୍ର ଅନେକ ଶକ୍ତି ଅପଚୟ କରୁଛନ୍ତି । ସେ ଯନ୍ତ୍ରରେ ଏମିତି ପରିବର୍ତ୍ତନ କଲେ ଯାହା କାର୍ଯ୍ୟଦକ୍ଷତା ବଢାଇବା ସହ ଶକ୍ତି ମଧ୍ୟ ସଞ୍ଚୟ କଲା । ସେ ଅଶ୍ୱକ୍ଷମତା ଶବ୍ଦର ପ୍ରଚଳନ କରିଥିଲେ । ତାଙ୍କ ନାମାନୁସାରେ ଶକ୍ତିର ଏକକକୁ ୱାଟ କୁହାଯାଏ । |
Selected biography 4
Selected biography 5
Selected biography 6
Selected biography 7
Selected biography 8
Selected biography 9
Selected biography 10
Selected biography 11
Selected biography 12
Selected biography 13
Selected biography 14
Selected biography 15
Selected biography 16
Selected biography 17
Selected biography 18
Selected biography 19
Selected biography 20
Selected biography 21
Selected biography 22
Selected biography 23
Selected biography 24
Selected biography 25
Selected biography 26
Selected biography 27
Selected biography 28
Selected biography 29
Selected biography 30
Selected biography 31
Selected biography 32
Selected biography 33
Selected biography 34
Selected biography 35
Selected biography 36
Selected biography 37
Selected biography 38
Selected biography 39
Selected biography 40
Selected biography 41
Selected biography 42
Selected biography 43
Selected biography 44
Selected biography 45
Selected biography 46
Selected biography 47
Selected biography 48
Selected biography 49
Selected biography 50