Jump to content

ପୋର୍ଟାଲ:ବୈଷୟିକ ବିଜ୍ଞାନ

ଉଇକିପିଡ଼ିଆ‌ରୁ

ବୈଷୟିକ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା

ସୁପର୍ କମ୍ପୁଟର - ମିରା
ସୁପର୍ କମ୍ପୁଟର - ମିରା

ବୈଷୟିକ ବିଜ୍ଞାନ ହେଉଛି ବିଜ୍ଞାନର ଏକ ଶାଖା, ଯାହାକି ପ୍ରୟୋଗାତ୍ମକ ଦିଗକୁ ସୁଚାଇଥାଏ । ବିଭିନ୍ନ ଯନ୍ତ୍ର, ଉପକରଣ, ଆକୃତି, ସିଷ୍ଟମ ଓ ପଦାର୍ଥ ର ଗଠନ, ମରାମତି ଆଦି ପାଇଁ ବୈଜ୍ଞାନିକ, ଅର୍ଥନୈତିକ, ସାମାଜିକ ଓ ପ୍ରୟୋଗାତ୍ମକ ଜ୍ଞାନକୌଶଳର ବ୍ୟବହାରକୁ ବୈଷୟିକ ବିଜ୍ଞାନ ବା ଇଞ୍ଜିନିୟରିଂ କୁହାଯାଏ ।

ପୁରା ପଢନ୍ତୁ....

ପ୍ରଯୁକ୍ତି ବିଦ୍ୟା ବା ଟେକ୍ନୋଲୋଜି ଶବ୍ଦଟି ପ୍ରାଚୀନ ଗ୍ରୀକ ଶବ୍ଦାଦ୍ଵୟ τέχνη, techne, "କଳା, କୌଶଳ, ହାତର ଚମତ୍କାରିତା"; ଏବଂ -λογία, -logia "ଅଧ୍ୟୟନ" ରୁ ଅସିଛି । ଏହା ବ୍ୟବହାରିକ ବିଜ୍ଞାନକୁ ସୁଚାଇଥାଏ । କୌଣସି ସମସ୍ୟାର ସମାଧାନ, ପୂର୍ବରୁ ପ୍ରଚଳିତ ସମାଧାନର ଉନ୍ନତି କିମ୍ବା ଜୀବନ ଧାରଣ ମାନରେ ଉନ୍ନତି ପାଇଁ କୌଣସି ଏକ ଯନ୍ତ୍ର, ଉପକରଣ, କଳା କିମ୍ବା କୌଶଳ ର ଗଠନ, ପରିବର୍ତ୍ତନ, ବ୍ୟବହାର ଓ ଜ୍ଞନ ଆହରଣ କୁ ଆମେ ପ୍ରଯୁକ୍ତି ବିଦ୍ୟା କହିଥାଉ ।

ପୁରା ପଢନ୍ତୁ....

ବଛା ଲେଖା

ଏକ ଗଇରୋସ୍କୋପ
ଗାଇରୋସ୍କୋପ (English: Gyroscope) ହେଉଛି ଏକ ଯନ୍ତ୍ର ଯାହାକି ଅପେକ୍ଷାକୃତ ଓଜନିଆ ଘୂର୍ଣ୍ଣନ ଚକ୍ରି (spinning rotor) ଦ୍ଵାରା ତିଆରି ହୋଇଥାଏ । ଏହା ଚକ୍ରି (rotor)ର କୌଣସି ପ୍ରକାରର ଅକ୍ଷ ପରିବର୍ତ୍ତନକୁ ପ୍ରତିରୋଧ କରେ । ଘୂରୁଥିବା ନଟୁ ଏହାର ଏକ ଉଦାହରଣ ଅଟେ । ଆଧୁନିକ ସମାଜ ରେ ଏହାର ବହୁତ ବ୍ୟବହାର ପରିଲକ୍ଷିତ ହେଉଛି । ଦ୍ଵିତୀୟ ବିଶ୍ଵଯୁଦ୍ଧ ପରଠାରୁ ଏହାର ବ୍ୟବହର ବିଶେଷ କରି ଉଡାଜାହାଜ, ଜାହାଜ ,ବମ୍‌ସାଇଟ୍ (Bombsight), କ୍ଷେପଣାସ୍ତ୍ର ଇତ୍ୟାଦି କ୍ଷେତ୍ରରେ ଏହାକୁ ନିୟୋଜିତ କରାଯାଉଛି ।
ଆହୁରି ଅନେକ ନିର୍ବାଚିତ ଲେଖା... ଅଧିକ ପଢନ୍ତୁ...

ବଛା ଜୀବନୀ

ଥୋମାସ ଅଲଭା ଏଡ଼ିସନ
ଥୋମାସ ଅଲଭା ଏଡ଼ିସନ
b. ୧୮୪୭/୧୯୩୧

ଥୋମାସ ଆଲଭା ଏଡ଼ିସନ (English: Thomas Alva Edison) ଜଣେ ଆମେରିକୀୟ ଉଦ୍ଭାବକ, ବୈଜ୍ଞାନିକ ଓ ବାବସାୟୀ ଥିଲେ । ସେ ଅନେକ ଯନ୍ତ୍ର ବାହାର କରିଥିଲେ ଯାହାକି ସାରା ବିଶ୍ଵଜୀବନକୁ ବହୁତ ପ୍ରଭାବିତ କରିଥିଲା । ଫୋନୋଗ୍ରାଫ , ଚଳଚ୍ଚିତ୍ର କ୍ୟାମେରା , ବହୁତ ଦିନ ଚାଲିପାରୁଥିବା ବିଦ୍ୟୁତ ବଲ୍ବ ଇତ୍ୟାଦି ତାଙ୍କରି ଅବଦାନ । ଜଣେ ଖବରକାଗଜ ସାମ୍ବାଦିକ ତାଙ୍କୁ ମେନଲୋପାର୍କର (ଏବେ ଏଡ଼ିସନ, ନିଉ ଜର୍ସି) ଯାଦୁକର ଭାବେ ସମ୍ବୋଧନା କରିଥିଲେ । ସେ ପ୍ରଥମ ଉଦ୍ଭାବକ ଥିଲେ ଯିଏକି ସମୂହ ଉତ୍ପାଦନର ତତ୍ତ୍ଵ (the principles of mass production) ଓ ବହୁ ପରିମାଣରେ ଏକତ୍ର କାମ କରି(large-scale teamwork) ଉଦ୍ଭାବନ କରିବା ସୂତ୍ର ବ୍ୟବହାର କରିଥିଲେ । ଏଣୁ ତାଙ୍କୁ ପ୍ରଥମ ଶିଳ୍ପ ଭିତ୍ତିକ ଗବେଷଣାଗାରର ନିର୍ମାତା ବୋଲି ମଧ୍ୟ କୁହାଯାଏ ।
ଆହୁରି ଅନେକ ନିର୍ବାଚିତ ଜୀବନୀ ପଢନ୍ତୁ... ଅଧିକ ପଢନ୍ତୁ...

ବଛା ଛବି

ଯାନ୍ତ୍ରିକ ସିଡ଼ି

ଆହୁରି ଅନେକ ନିର୍ବାଚିତ ଛବି...

ଶ୍ରେଣୀ ଗୁଡ଼ିକ

ବିଦ୍ୟୁତ ଉତ୍ପାଦନ
ବିଦ୍ୟୁତ ଉତ୍ପାଦନ

ଆପଣ କିପରି ସହଯୋଗ କରିପାରିବେ

ବୈଷୟିକ ବିଜ୍ଞାନ ସମ୍ପର୍କିତ ଲେଖା ଗୁଡିକୁ ଗଢିବାରେ ଓ ପୂର୍ବରୁ ଥିବା ଲେଖା ଗୁଡ଼ିକର ଉନ୍ନତି କରିବା ପାଇଁ ଆପଣଙ୍କ ସହଯୋଗ ଆବଶ୍ୟକ । ତଳେ କିଛି ଦରକାରୀ ଲେଖା ଗୁଡ଼ିକର ତାଲିକା ଦିଆଗଲା ।

ଗଢିବାକୁ ଥିବା ଲେଖା:

ଲେଖା ଗୁଡ଼ିକର ତାଲିକା:
ଯାନ୍ତ୍ରିକ ବିଜ୍ଞାନବୈଦୁତିକ ବିଜ୍ଞାନକମ୍ପ୍ୟୁଟର ବିଜ୍ଞାନସୂଚନା ପ୍ରଯୁକ୍ତି ବିଦ୍ୟାଜୀବନୀଇତିହାସବିବିଧ
ଉଦାହରଣଉଦାହରଣଉଦାହରଣଉଦାହରଣଉଦାହରଣଉଦାହରଣଉଦାହରଣ

ଉନ୍ନତି ଆବଶ୍ୟକ କରୁଥିବା ଲେଖା:

Purge server cache