ପ୍ରକାଶ ଚନ୍ଦ୍ର ବେହେରା

ଉଇକିପିଡ଼ିଆ‌ରୁ
ପ୍ରକାଶ ଚନ୍ଦ୍ର ବେହେରା
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀଚନ୍ଦ୍ର ସାରଥୀ ବେହେରା
ପର ଅଧିକାରୀପ୍ରଶାନ୍ତ ବେହେରା
ନିର୍ବାଚନ ମଣ୍ଡଳୀସାଲେପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ପ୍ରକାଶ ଚନ୍ଦ୍ର ବେହେରା ଜଣେ ଓଡ଼ିଆ ରାଜନୀତିଜ୍ଞ । ପ୍ରକାଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରକାଶ ଚନ୍ଦ୍ର ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Prakash Chandra Behera". odishaassembly.nic.in. Odisha Assembly. Retrieved 20 January 2020.