ପ୍ରକାଶ ଚନ୍ଦ୍ର ମାଝି
Appearance
ପ୍ରକାଶ ଚନ୍ଦ୍ର ମାଝି | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ୨୦୨୪ | |
ପୂର୍ବ ଅଧିକାରୀ | ରମେଶ ଚନ୍ଦ୍ର ମାଝି |
ପର ଅଧିକାରୀ | ନରସିଂହ ଭତ୍ରା |
ନିର୍ବାଚନ ମଣ୍ଡଳୀ | ଝରିଗାଁ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୫ ଜୁଲାଇ ୧୯୮୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ମୁକ୍ତା ମାଝି |
ବାପା/ବୋଉ | ଜାବେଦ ମାଝି (ବାପା) |
ବୃତ୍ତି | ରାଜନୀତିଜ୍ଞ |
ପ୍ରକାଶ ଚନ୍ଦ୍ର ମାଝି (ଜନ୍ମ: ୧୫ ଜୁଲାଇ ୧୯୮୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଝରିଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଜନ୍ମ, ପରିବାର ଓ ଶିକ୍ଷା
[ସମ୍ପାଦନା]ପ୍ରକାଶ ଚନ୍ଦ୍ର ମାଝି ୧୯୮୪ ମସିହାର ଜୁଲାଇ ୧୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜାବେଦ ମାଝି ଓ ପତ୍ନୀଙ୍କ ନାମ ମୁକ୍ତା ମାଝି ।[୧]
ରାଜନୈତିକ ଜୀବନ
[ସମ୍ପାଦନା]ପ୍ରକାଶ ଚନ୍ଦ୍ର ମାଝି ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
[ସମ୍ପାଦନା]- ↑ ୧.୦ ୧.୧ "Shri Prakash Chandra Majhi". odishaassembly.nic.in. Odisha Assembly. Retrieved 30 March 2022.
ବାହାର ଆଧାର
[ସମ୍ପାଦନା]- ଉଇକିମିଡ଼ିଆ କମନ୍ସରେ Prakash Chandra Majhi-ସମ୍ପର୍କିତ ମିଡ଼ିଆ