ପ୍ରକାଶ ସୋରେନ

ଉଇକିପିଡ଼ିଆ‌ରୁ
ପ୍ରକାଶ ସୋରେନ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀସାନନ୍ଦ ମାରାଣ୍ଡି
ନିର୍ବାଚନ ମଣ୍ଡଳୀବାରିପଦା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-01-21) ୨୧ ଜାନୁଆରୀ ୧୯୬୯ (ବୟସ ୫୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀମୁନି ସୋରେନ
ବାପା/ବୋଉବିକ୍ରମ ସୋରେନ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରକାଶ ସୋରେନ (ଜନ୍ମ: ୨୧ ଜାନୁଆରୀ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାରିପଦା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରକାଶ ସୋରେନ ୧୯୬୯ ମସିହାର ଜାନୁଆରୀ ୨୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବିକ୍ରମ ସୋରେନ ଓ ପତ୍ନୀଙ୍କ ନାମ ମୁନି ସୋରେନ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରକାଶ ସୋରେନ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Prakash Soren". odishaassembly.nic.in. Odisha Assembly. Retrieved 1 July 2022.

ବାହାର ଆଧାର[ସମ୍ପାଦନା]

  • ଉଇକିମିଡ଼ିଆ କମନ୍ସରେ Prakash Soren-ସମ୍ପର୍କିତ ମିଡ଼ିଆ