ପ୍ରଣବ ବଳବନ୍ତରାୟ

ଉଇକିପିଡ଼ିଆ‌ରୁ
(ପ୍ରଣବ କୁମାର ବଳବନ୍ତରାୟରୁ ଲେଉଟି ଆସିଛି)
ପ୍ରଣବ କୁମାର ବଳବନ୍ତରାୟ
ବିଧାୟକ: ୧୫ଶ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀକଳ୍ପତରୁ ଦାସ
ନିର୍ବାଚନ ମଣ୍ଡଳୀଧର୍ମଶାଳା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ପ୍ରଣବ କୁମାର ବଳବନ୍ତରାୟ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପ୍ରଣବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଣବ ବଳବନ୍ତରାୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧]

ମୃତ୍ୟୁ

ପ୍ରଣବ ୧୯୭୪ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।

ଆଧାର[ସମ୍ପାଦନା]

  1. ୧.୦ ୧.୧ ୧.୨ "Shri Pranab Balabanta Ray". odishaassembly.nic.in. Odisha Assembly. Retrieved 3 December 2019.