ପ୍ରଣବ ବଳବନ୍ତରାୟ
ପ୍ରଣବ କୁମାର ବଳବନ୍ତରାୟ | |
---|---|
![]() | |
ବିଧାୟକ: ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୪ – ଏବେଯାଏଁ | |
ପୂର୍ବ ଅଧିକାରୀ | କଳ୍ପତରୁ ଦାସ |
ନିର୍ବାଚନ ମଣ୍ଡଳୀ | ଧର୍ମଶାଳା |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବୃତ୍ତି | ରାଜନୀତିଜ୍ଞ |
ପ୍ରଣବ କୁମାର ବଳବନ୍ତରାୟ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ ସକ୍ରିୟ ଅଛନ୍ତି । ପ୍ରଣବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚରେ ସେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ ଓ ୧୬ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରାଜନୈତିକ ଜୀବନ[ସମ୍ପାଦନା]
ପ୍ରଣବ ବଳବନ୍ତରାୟ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ବର୍ତ୍ତମାନ କାର୍ଯ୍ୟ କରୁଛନ୍ତି ।[୧]
ମୃତ୍ୟୁ
ପ୍ରଣବ ୧୯୭୪ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା ।
ଆଧାର[ସମ୍ପାଦନା]
- ↑ ୧.୦ ୧.୧ ୧.୨ "Shri Pranab Balabanta Ray". odishaassembly.nic.in. Odisha Assembly. Retrieved 3 December 2019.