ପ୍ରଫୁଲ୍ଲ କୁମାର ଭଞ୍ଜ

ଉଇକିପିଡ଼ିଆ‌ରୁ
ପ୍ରଫୁଲ୍ଲ କୁମାର ଭଞ୍ଜ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ନିର୍ବାଚନ ମଣ୍ଡଳୀଗଁଦିଆ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1940-08-01) ୧ ଅଗଷ୍ଟ ୧୯୪୦ (ବୟସ ୮୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକୁରୁଇରାଣୀ ଭଞ୍ଜ
ବାପା/ବୋଉଜୟକୃଷ୍ଣ ଭଞ୍ଜ (ବାପା)
ବୃତ୍ତିରାଜନୀତିଜ୍ଞ

ପ୍ରଫୁଲ୍ଲ କୁମାର ଭଞ୍ଜ (ଜନ୍ମ: ୧ ଅଗଷ୍ଟ ୧୯୪୦) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଗଁଦିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଜନ୍ମ, ପରିବାର ଓ ଶିକ୍ଷା[ସମ୍ପାଦନା]

ପ୍ରଫୁଲ୍ଲ କୁମାର ଭଞ୍ଜ ୧୯୪୦ ମସିହାର ଅଗଷ୍ଟ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଜୟକୃଷ୍ଣ ଭଞ୍ଜ ଓ ପତ୍ନୀଙ୍କ ନାମ କୁରୁଇରାଣୀ ଭଞ୍ଜ ।[୧]

ରାଜନୈତିକ ଜୀବନ[ସମ୍ପାଦନା]

ପ୍ରଫୁଲ୍ଲ କୁମାର ଭଞ୍ଜ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର[ସମ୍ପାଦନା]

  1. ୧.୦ ୧.୧ "Shri Prafulla Kumar Bhanja". odishaassembly.nic.in. Odisha Assembly. Retrieved 4 September 2022.